୯ଜିଲ୍ଲାର ଜିଲ୍ଲାପାଳଙ୍କୁ SRCଙ୍କ ଆର୍ଲଟ

0 69

ଭୁବନେଶ୍ୱର,୩୧ା୫(ଏସଏସନିଉଜ)ଅସ୍ବାଭାବିକ ମୃତ୍ୟୁ ସଂପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ରଙ୍କ ସୂଚନାଦେଇ କହିଛନ୍ତି ଗତକାଲି ୧୬ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଥିବା ସୂଚନା ମିଳିଛିାରାଉରକେଲାରେ ୧୦, ସୁନ୍ଦରଗଡ଼ରେ ୪ ଓ ଝାରସୁଗୁଡ଼ାରେ ୨ଜଣଙ୍କରମୃତ୍ୟୁ ହୋଇଛି ।ସମସ୍ତ ମୃତଦେହର ପୋଷ୍ଟମର୍ଟମ କରାଯିବ ।ପୋଷ୍ଟମର୍ଟମ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।ଏହାସହ ହିଟ୍‌ୱେଭ୍ ଚାଲିଥିବାରୁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ମଧ୍ୟ ଦେଇଛନ୍ତି ।ଅନ୍ୟପଟେ ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳିର ଅନୁଭୂତାଏଥିନିମନ୍ତେ ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ SRCଙ୍କ ପକ୍ଷରୁ ହିଟ୍‌ୱେଭ ଆର୍ଲଟ କରାଯାଇଛି ।ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ହିଟ୍‌ୱେଭ ୱାର୍ଣ୍ଣିଂ କରାଯାଇଥିବାସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

 

Leave A Reply

Your email address will not be published.