୨୩ରେ ବାତ୍ୟା ଆଶଙ୍କା

୨୪ରେ ଛୁଇଁବ ଉପକୂଳ

0 47

ଭୁବନେଶ୍ୱର,୨୦/୧୦(ଏସଏସନିଉଜ) ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା ମିଳିଛି । ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୪ ସକାଳ ସୁଦ୍ଧା ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳ ଛୁଇଁବାନେଇ ସମ୍ଭାବନା ରହିଛି । ଏନେଇ IMD ପକ୍ଷରୁ ସୂଚନା ଜାରି ହୋଇଛି । ୨୨ ତାରିଖ ସକାଳେ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବ । ୨୩ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ବାତ୍ୟା ରୂପ ନେବା ପରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ ।

Leave A Reply

Your email address will not be published.