ଦୁର୍ଘଟଣା ହେଲେ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର,୮।୧(ଏସଏସନିଉଜ)ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହେଲେ ମାଗଣା ଚିକିତ୍ସା ନେଇ କେନ୍ଦ୍ର ସଡ଼କ ପରିବହନମନ୍ତ୍ରୀ ନୀତିନ ଗଡ଼କରୀ ଘୋଷଣା କରିଛନ୍ତି । ହୋଇଥିବା
ନୂଆସ୍ମିମ୍ ଅନୁଯାୟୀ ଜାତୀୟ ରାଜପଥରେ ଦୁର୍ଘଟଣାରେ ଆହତ ହେଲେ ଜଣେ ବ୍ୟକ୍ତିଙ୍କୁ ୭ ଦିନ ପର୍ଯ୍ୟନ୍ତ ମାଗଣା ଚିକିତ୍ସା ମିଳିବ ଓ ସର୍ବାଧିକ ଦେଢ଼ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ।

- Advertisement -

Leave A Reply

Your email address will not be published.