ଆଠଗଡ,୬/୧୧(ଏସଏସନିଉଜ)ଆଜି ବାବା ଧବଳେଶ୍ବରଙ୍କ ମହାପର୍ବ ବଡ଼ଓଷା । ବଡ଼ସିଂହାରବେଶ ସହ ରାଜରାଜେଶ୍ବର ବେଶରେ ଦର୍ଶନ ଦେଉଛନ୍ତି ବାବା । ଭକ୍ତଙ୍କ ସିଧାସଳଖ ଦର୍ଶନ ବାରଣ କରାଯାଇଛି । ଭର୍ଚୁଆଲ୍ ମୋଡ୍ରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ ।

Prev Post
Next Post