କଲମର ନିଜସ୍ୱ କ୍ଷମତା ନାହିଁ,ହେଲେ ଅନ୍ୟର ଆଙ୍ଗୁଳି ନିର୍ଦ୍ଦେଶରେ ସେ ବିଭିନ୍ନ କଥା ବର୍ଣ୍ଣନା କରିପାରିଥାଏ ।
କେବେବି ବିଛଣା ତଳେ ପଇସା ରଖନ୍ତୁ ନାହିଁ – ଏହା ଲକ୍ଷ୍ମୀ ଛଡାର ଲକ୍ଷଣ ଅଟେ
ଅନେକ ପରିସ୍ଥିତିରେ ହାରିବା ପରେ ହିଁ ସଫଳତା ରାସ୍ତାର ସନ୍ଧାନ ମିଳିଥାଏ ।ଏଣୁ ହାରିଗଲେ ନିରାଶ ନ ହୋଇ ମନୋବଳ ଦୃଢ ରଖି କାମ କରିବା ଉଚିତ୍ ।
ଯେମିତି ଏକ ଛୋଟ ପୋକ ବଡ ବଡ ଫଳ ଭିତରେ ପଶି ଫଳକୁ ନଷ୍ଟ କରିଦିଏ,ସେମିତି ସନ୍ଦେହ ସମ୍ପର୍କ ଭିତରେ ପଶି ବଡ ବଡ ସମ୍ପର୍କକୁ ବି ନଷ୍ଟ କରିଦିଏ
ପାଦରେ ଆଘାତ ଲାଗିଲେ ମଣିଷ ସଠିକ୍ ଭାବରେ ଚାଲିବା ଶିଖିଥାଏ, କିନ୍ତୁ କେବେ ହୃଦୟରେ ଆଘାତ ଲାଗେ ମଣିଷ ଦୁନିଆଁ ରେ ମଣିଷ ଚିହ୍ନିବା ସହ ବଞ୍ଚିବା ବି ଶିଖିଥାଏ..।
ଜୟ ମା’ ମଙ୍ଗଳା
ଓଁ ନମଃ ଗଣନାୟକ
. ଶୁଭ ସକାଳଆଜି ଶୁକ୍ରବାର ଗଣେଶ ଚତୁର୍ଥୀ ବ୍ରତ ପ୍ରଭୁ ଗଜାନନ ଙ୍କ ନିକଟରେ ମୋର କୋଟି କୋଟି ପ୍ରଣାମ
.ପ୍ରଭୁ ଗଜାନନ ଆପଣଙ୍କର ମନସ୍କାମନା ପୂର୍ଣ୍ଣ କରନ୍ତୁ ଆପଣଙ୍କ ପରିବାରକୁ ନିରୋଗ ରଖିବା ସହିତ ହସ ଖୁସିରେ ରଖନ୍ତୁ ଆପଣଙ୍କ ଦିନଟିକୁ ମଙ୍ଗଳମୟ କରନ୍ତୁ ମୋର ପ୍ରଭୁଙ୍କ ନିକଟରେ ଏତିକି ମିନତୀ। ଶୁଭସକାଳ , ଆଜିର ଦିନଟି ଆପଣଙ୍କର ଶୁଭମୟ ଓ ମଙ୍ଗଳମୟ ହେଉ..!
Prev Post
Next Post