ଧାନଗଛ ସିନା ତଳକୁ ନଇଁବ ବାଳୁଙ୍ଗାଟା ସଣ୍ଢା ଟେକିବ, ସୁ ଗାଈ ଛାଟ ଖାଇ କ୍ଷୀର ଦେଵ ଓଲେଇଟା ବାଡ଼ ଭାଙ୍ଗିବ ।
ଭୁଲ କଥାକୁ ସମର୍ଥନ କରି ସମସ୍ତଙ୍କର ପ୍ରିୟ ହେବା ଅପେକ୍ଷା , ଠିକ କଥା କହି ସମସ୍ତଙ୍କର ବିରୋଧୀ ହୋଇ ଏକୁଟିଆ ରହିବା ବହୁତ ଭଲ …।
ମଣିଷ ମୁଁହ ଚିହ୍ନିବା ସହଜ କିନ୍ତୁ ମଣିଷ ର ମନ ଆଉ ଉଦ୍ଦେଶ୍ୟ ଚିହ୍ନିବା ଅତି କଷ୍ଟକର ।
ଦୁନିଆରେ ସବୁଠାରୁ ଦାମୀ ଜିନିଷ ହେଲା “ବିଶ୍ବାସ” ଯାହା ଅର୍ଜନ କରିବାକୁ ବର୍ଷ ପରେ ବର୍ଷ ଲାଗିଯାଏ କିନ୍ତୁ ହରେଇବାକୁ ଗୋଟେ Second ଲାଗେନା…. ।
୦୧. ଖୁସି ରହିବା ପାଇଁ ମଣିଷ ଭିତରେ ଏହି ଦୁଇଟି ଜିନିଷ ରହିବା ବହୁତ ଜରୁରୀ।
ସହିବାର ଓ ଶୁଣିବାର ଶକ୍ତି ।ବୁଝିବା ଆଉ ବୁଝେଇବାର ଶକ୍ତି ।
୦୨. କେବଳ ଭଲପାଉଛି କହିଲେ ଭଲ ପାଇବା ହୁଏନି ଜୀବନସାରା ସୁଖ ,ଦୁଃଖ,ହସ ଲୁହ ଭାଗକରି ନେବା ହେଉଛି ପ୍ରକୃତି ଭଲପାଇବା ।
୦୩. ପ୍ରେମ ଶବ୍ଦ ଟି ସମସ୍ତେ ଶୁଣିଥାନ୍ତି କିନ୍ତୁ ସମସ୍ତେ ପ୍ରେମକୁ ଦେଖିନଥାନ୍ତି । ପ୍ରେମକୁ ଦେଖିବାର ଅଛିତ ମା କୁ ଦେଖନ୍ତୁ ।
୦୪. ମଣିଷ ମୁହଁ ଚିହ୍ନିବା ସହଜ କିନ୍ତୁ ମଣିଷ ର ମନ ଆଉ ଉଦ୍ଦେଶ୍ୟ ଚିହ୍ନିବା ଅତି କଷ୍ଟକର ।
୦୫. ସୁନ୍ଦର ଚେହେରାଟିଏ ଖୋଜିଲେ ସବୁ ଜାଗାରେ ମିଳିଯାଏ କିନ୍ତୁ ସୁନ୍ଦର ହୃଦୟଟିଏ ସବୁ ଜାଗାରେ ମିଳିନଥାଏ ।
୦୬.ଗୋଟିଏ ଭୋକିଲା ପେଟ କହିପାରେ ମୁଠାଏ ଭାତର ମୂଲ୍ୟ କେତେ… ବୁନ୍ଦାଏ ପାଣି ହିଁ ଜାଣିପାରେ ଗୋଟେ ଜୀବନର ମୂଲ୍ୟ କେତେ।ଗୋଟେ ଦୁଃଖୀ ଲୋକ ହିଁ ବୁଝିପାରେ ଅନ୍ୟର ଦୁଃଖ କେତେ…?
୦୭. ମୁଁ ଭଗବାନଙ୍କୁ ଏତିକି ପ୍ରାର୍ଥନା କରୁଛି ଯେ ମୋତେ ଘୃଣା କରୁଥିବା ବ୍ୟକ୍ତିକୁ ଏତେ ଖୁସିରେ ରଖନ୍ତୁ ସେ ମୋ ବିଷୟରେ ଭାବିବାକୁ ସମୟ ହିଁ ନ ପାଉ ।
ଜୟ ମା ସନ୍ତୋଷୀ
ଶୁଭ ସକାଳ,ଆଜି ଶୁକ୍ରବାର ମା ସନ୍ତୋଷୀ ଙ୍କ ନିକଟରେ ମୋର କୋଟି କୋଟି ପ୍ରଣାମ
ମା ସନ୍ତୋଷୀ ଆପଣଙ୍କର ମନସ୍କାମନା ପୂର୍ଣ୍ଣ କରନ୍ତୁ ଆପଣଙ୍କ ପରିବାରକୁ ନିରୋଗ ରଖିବା ସହିତ ହସ ଖୁସିରେ ରଖନ୍ତୁ ଆପଣଙ୍କ ଦିନଟିକୁ ମଙ୍ଗଳମୟ କରନ୍ତୁ ମୋର ମାଙ୍କ ନିକଟରେ ଏତିକି ମିନତୀ