ଡିସେମ୍ବରମାସ ୨୦ତାରିଖ ୨୦୨୪ମସିହା(ଶୁକ୍ରବାର)
ପୌଷମାସ- କୃଷ୍ଣପକ୍ଷ,ତିଥି- ପଞ୍ଚମୀ ଦିବା ଘ ୧୪୬ ଗତେ ଷଷ୍ଠୀ,ନକ୍ଷତ୍ର- ମଘା ରାତ୍ରି ଘ୦୪/୨୪ ଗତେ ପୂର୍ବା ଫା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୦/୧୮,
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୮/୪୦,ଯୋଗିନୀ ଦକ୍ଷିଣେ ଦିବାଘ୧୦/୪୬ଗତେ ପଶ୍ଚିମେ,ଷଷ୍ଠୀର ପାର୍ବଣଶ୍ରାଦ୍ଧ, କର୍କଟରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୯/ ୦୩ ଗତେଘ୧୦/୪୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୯ ମଧ୍ୟେ ଓ ଘ୧୦/୪୮ଗତେ ଘ୧୨ /୪୫ମଧ୍ୟେ ଓ ଘ୦୩/୫୮ଗତେ ଘ୦୪/୪୫ ମଧ୍ୟେ,
ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ବେଲ ଦିବା ଘ୧୦/୪୬ ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ:-ବହୁଦିନଧରି ଆଶାରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି ।ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ ।ଏହିଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାରଆଣିପାରେ ।ଭ୍ରମଣସମୟରେ ନିଜର ମୁଲ୍ୟବାନ ଜିନିଷଗୁଡିକଖୁ ଜତ୍ନରେରଖିବା ଉଚିତ ହେବ ।
ବୃଷ :-ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ ।ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟିକଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ :-ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ ,କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧାହୋଇପାରେ ।ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷାକରିବାକୁ ଆଜି ସଫଳ ହେବେ।
କର୍କଟ :-ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ ।ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜାକରିବେ ,ଯାହା ଆପଣଙ୍କସ୍ମୃତିରେ ସବୁଦିନପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାରଦିନ।
ସିଂହ:-ଆଜି ବୋଧହୁଏ ଆପଣଙ୍କୁ କୌଣସିମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବନାହିଁ ।ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥାବିବାଦ ହେବାକାରଣରୁ ମନ ଭଲରହିବ ନାହିଁ।
କନ୍ୟା:-ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କପାଇଁ ବହୁତ ଆନନ୍ଦ ନେଇକିଆସିବ।ଆପଣଙ୍କ ଜୀବନରେ ବର୍ତ୍ତମାନସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସିମିଳିବ ।
ତୁଳା:- ଆଜି ଆପଣଙ୍କୁ ନିଜର ଚ଼େଷ୍ଟାରଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାରଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି ।ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜାନିଅନ୍ତୁ ।
ବିଛା:-ବ୍ୟସ୍ତହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ ।ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି ।ବ୍ୟସ୍ତ ହୁଅନ୍ତୁନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ :-ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥିପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
ମକର:-ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ ।ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।
କୁମ୍ଭ :- ସାମାନ୍ୟ ବିବ୍ରତ ରହିବେ ।ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ ।ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ:- ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି ।ସେମାନଙ୍କୁ ସ୍ୱାଗତପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ ।ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେନାହିଁ ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!
ଆଜିର ରାଶିଫଳ
Next Post