ଆଜିର ରାଶିଫଳ
ପୌଷମାସ-ଶୁକ୍ଳପକ୍ଷ,ତିଥି-ନବମୀ ,ମେଷ ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ଲାଉ ଓ କଲମ ଭକ୍ଷଣ ନିଷେଧ ମେଷ-ଆଜିର ଦିନଟିରେ ଆପଣଙ୍କ ଆତ୍ମିୟଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ […]