ପେନସନକୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ ବଡ ଘୋଷଣା
ଭୁବନେଶ୍ୱର,୧/୬(ଏସଏସନିୟୁଜ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତହ ମଧ୍ୟରେ ମଧୁବାବୁ ପେନ୍ସନ୍ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀ ମାନଙ୍କୁ […]