ଚିହ୍ନଟ ହେଲେ ୭୩୯୫ କରୋନା ରୋଗୀ, ମୃତ୍ୟୁବରଣ କଲେ ୪୦
ଭୁବନେଶ୍ୱର,୫/୬(ଏସଏସନିୟୁଜ) ଆଜି ରାଜ୍ୟରେ ୭, ୩୯୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪,୧୬୯ କ୍ୱାରେଣ୍ଟିନରେ ଥିବାବେଳେ ୩୨୨୬ ଲୋକାଲ କେସ ରହିଛି । ଏମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୦୬୯, ଅନୁଗୁଳରୁ ୪୪୩, ବାଲେଶ୍ୱରରୁ ୨୮୫, ବରଗଡରୁ ୧୭୧, ଭଦ୍ରକରୁ ୨୩୮, ବଲାଙ୍ଗୀରରୁ ୮୧.ବୌଦ୍ଧରୁ ୧୩୩, କଟକରୁ ୮୬୮, ଦେବଗଡରୁ୫୭, ଢେଙ୍କାନାଳରୁ ୮୧, ଗଜପତିରୁ ୫୨, ଗଞ୍ଜାମରୁ ୬୯, ଜଗତ୍ସିଂହପୁରରୁ ୨୮୮, ଜାଜପୁରରୁ ୫୧୬, ଝାରସୁଗୁଡ଼ାରୁ ୬୬, କଳାହାଣ୍ଡିରୁ ୧୬୬, କନ୍ଧମାଳରୁ ୭୬, କେନ୍ଦ୍ରାପଡାରୁ ୩୪୧, […]