Browsing daily archive

June 7, 2021

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

କେନ୍ଦୁଝର,୭/୬(ଏସଏସନିୟୁଜ) କେନ୍ଦୁଝର ଗଡ଼ ଷ୍ଟେସନ ନିକଟରେ ରବିବାର ଦିନ ପ୍ରାୟ ସାଢେ୧୨ ସମୟରେ ଏକ ମାଲବାହୀ ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଛି । ଲୁହାପଥର ଆଣିବାକୁ ବଡ଼ବିଲ ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ଘଟିଛି ।ଫଳରେ ତିନୋଟି ଖାଲି ବଗି ହଠାତ୍ ଲାଇନଚ୍ୟୁତ ହୋଇଯାଇଛି ।ଏହାଫଳରେ ଟ୍ରେନ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି ।

ଶୁଭାରମ୍ଭହେଲା ଡୋରଷ୍ଟେପ୍ ଅକ୍ସିଜେନ କନସନଟ୍ରେଟର ସେବା

ଶୁଭାରମ୍ଭହେଲା ଡୋରଷ୍ଟେପ୍ ଅକ୍ସିଜେନ କନସନଟ୍ରେଟର ସେବା

ଭୁବନେଶ୍ୱର,୭/୬(ଏସଏସନିୟୁଜ) ଘରେ ଅକ୍ସିଜେନ କନସେନଟ୍ରେଟର ପହଞ୍ଚାଇବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର ।ପ୍ରାଥମିକ ପର୍ଯ୍ୟାୟରେ ୫ଟିସହର ଭୁବନେଶ୍ବର, ବ୍ରହ୍ମପୁର, କଟକ, ରାଉରକେଲା ଏବଂ ସମ୍ବଲପୁର ପାଇଁ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ସାଧାରଣ ଜନତାଙ୍କର ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଓ କୋଭିଡ ସଂକ୍ରମିତଙ୍କ ଚିକିତ୍ସା ସୁବିଧା ପାଇଁ ରାଜ୍ୟ ସରକାର ଡୋରଷ୍ଟେପ ଅକ୍ସିଜେନ ସେବା ଆରମ୍ଭ କରିଛନ୍ତି ।ଏଣିକି ଏହି ୫ଟି ସହରରେ ଘରେ ପହଞ୍ଚିବ ଅକ୍ସିଜେନ୍ ।

ଓଡ଼ିଶାରେ ପହଁଚିଲେ କେନ୍ଦ୍ରୀୟ ଟିମ୍‌

ଓଡ଼ିଶାରେ ପହଁଚିଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭/୬(ଏସଏସନିୟୁଜ) ଓଡ଼ିଶାରେ ପହଁଚିଲେ କେନ୍ଦ୍ରୀୟ ଟିମ୍ ।ବାତ୍ୟା ‘ୟାସ’ କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶାରେ ପହଞ୍ଚିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣାଲାଙ୍କ ନେତୃତ୍ୱରେ ଆସିଥିବା ଟିମ୍ ସୋମବାର ଓ ମଙ୍ଗଳବାର ୪ ଜିଲ୍ଲାକୁ ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବା ସହ ଉଚ୍ଚପଦାଧିକାରୀଙ୍କ ସହିତ ଆଲୋଚନା କରିବେ । ବାତ୍ୟା କ୍ଷୟକ୍ଷତି ଆକଳନ କରି ଫେରିବା ପରେ କେନ୍ଦ୍ରସରକାରଙ୍କ ପାଖରେ ଏକ ସ୍ୱତନ୍ତ୍ର ରିପୋର୍ଟ ଦାଖଲ କରିବେ ।ତେବେ ବାତ୍ୟାରେକ୍ଷୟକ୍ଷତି […]

ଆଜିର ରାଶିଫଳ

ଜୁନ ମାସ ୦୭ ତାରିଖ ୨୦୨୧ ମସିହା(ସୋମବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଦ୍ଵାଦଶୀ ,ମେଷ ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର,ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ ଭକ୍ଷଣ ନିଷେଧ ।  ମେଷ-ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ […]

ଚୋରା କାରବାର ବନ୍ଦ କର, ନହେଲେ ପରିଣାମ

୧-ବାତ୍ୟା ଓ ପରବର୍ତ୍ତୀ ବନ୍ୟା ନେଇ କେନ୍ଦ୍ରର ୭ଜଣିଆ ଟିମ ଆଜି ପ୍ରଭାବିତ ଅଞ୍ଚଳ ଗସ୍ତ ସହ ବାତ୍ୟା କ୍ଷୟକ୍ଷତିର କରିବେ ଆକଳନ । ୨-ଜୁନ ୧୦ରେ ଦୃଶ୍ୟମାନ ହେବ ଏ ବର୍ଷର ପ୍ରଥମ ତଥା ଶେଷ ସୂର୍ଯ୍ୟପରାଗ । ୩-ଏଣିକି ଫେସବୁକ-ଗୁଗୁଲ ଦେବେ ୧୫% କର୍ପୋରେଟ୍ ଟ୍ୟାକ୍ସ, ଜି୭ ବୈଠକରେ ଐତିହାସିକ ନିଷ୍ପତ୍ତି । ୪-ରାଜ୍ୟର ୫ ସହରରେ ଅକ୍ସିଜେନ କନସନଟ୍ରେଟର ସେବା ଶୁଭାରମ୍ଭ । ଜନତାଙ୍କର ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଡୋରଷ୍ଟେପ […]

ଆଜିର ଅନୁଚିନ୍ତା

?ମନରେ ଯେତେବେଳେ ଅନ୍ୟର ଦୋଷ ଦେଖିବାର ପ୍ରବୃତ୍ତି ଆସିଛି ସେତେବେଳେ ସେହି ଦୋଷ ନିଜ ଭିତରେ ଆସି ବସା ବାନ୍ଧିଛି । ତତ୍କ୍ଷଣାତ୍ କାଳବିଲମ୍ବ ନ କରି ସେହି ପାପପ୍ରବୃତ୍ତିକୁ ଭାଙ୍ଗି ଚୁରି ଓଳେଇ ସଫା କରିଦେଲେ ଯାଇ ନିସ୍ଥାର, ନଚେତ୍ ସବୁ ନଷ୍ଟ ହୋଇଯିବ !! ?ତୁମର ମନ ଯେତେ ନିର୍ମଳ ହେବ ତୁମର ଚକ୍ଷୁ ସେତେ ନିର୍ମଳ ହେବ, ଆଉ ଜଗତଟା ତୁମ ନିକଟରେ ନିର୍ମଳ ହୋଇ ଭାସି ଉଠିବ ! ?ଜଗତରେ ମଣିଷ […]