Browsing daily archive

June 8, 2021

ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ=ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି। ବୃଷ=ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]