ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ
ଭୁବନେଶ୍ୱର,୮/୬(ଏସଏସନିୟୁଜ) କରୋନାର ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ । ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ବ୍ଲୁ-ପ୍ରିଣ୍ଟ । ବେଡ୍ ଓ ଅକ୍ସିଜେନ୍ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ରାଜ୍ୟର କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସମ୍ପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ତୃତୀୟ […]