Browsing daily archive

June 10, 2021

ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୯୭.ମୃତ୍ୟୁ ୪୪

ଆଜି କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୯୭.ମୃତ୍ୟୁ ୪୪

ଭୁବନେଶ୍ୱର,୧୦/୬(ଏସଏସନିୟୁଜ)ଗତକାଲି କମଥିବାବେଳେ ଆଜି କରୋନା ସଂକ୍ରାମିତଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ଅଞ୍ଚଳରୁ ୨୬୫୧ ଜଣ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୨ଜଣ, ବରଗଡ଼ ଜିଲ୍ଲାରୁ […]

ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ:- ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ :- ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଖବର ଆଜିର

ଖବର ଆଜିର

୧-୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ନବରଙ୍ଗପୁରରେ RTPCR ପରୀକ୍ଷା ଗାର ଉଦ୍ଘାଟିତ।ରଜ ଓ ସାବିତ୍ରୀରେ ସତର୍କ ରହିବାକୁ ନିବେଦନ। ୨-କ୍ୟାବିନେଟ ନିଷ୍ପତ୍ତି, ୪ ଲେନ୍ ବିଶିଷ୍ଟ ହେବ ନୂଆପଡ଼ା-କଳାହାଣ୍ଡି ରାସ୍ତା ଓ କଟକ ପଟ୍ଟାପୋଲରୁ ମାତୃ ଭବନ ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନକୁ ବକ୍ସ କଲଭର୍ଟ କରାଯିବ। ୩-ଆଜିଠାରୁ ୧୪ ଯାଏ ପ୍ରବଳ ବର୍ଷାର ସମ୍ଭାବନା, ସତର୍କ ରହିବାକୁ , ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC।ଭୁସ୍ଖଳନ ସହ ବନ୍ୟା ଆଶଙ୍କା। […]

ସ୍ୱାମୀଙ୍କ ମଙ୍ଗଳ କାମନା କରି ବ୍ରତ ରଖିଥାନ୍ତି ସଧବା

ସ୍ୱାମୀଙ୍କ ମଙ୍ଗଳ କାମନା କରି ବ୍ରତ ରଖିଥାନ୍ତି ସଧବା

ଆଜି ସାବିତ୍ରୀ ଅମାବସ୍ୟା। ଓଡିଆ ଘରର ଏହି ପର୍ବକୁ ସାଧାରଣରେ ସଧବା ମାନେ ହିଁ ପାଳନ କରିଥାନ୍ତି। ସ୍ୱାମୀଙ୍କର ଉତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ କାମନା କରି ସଧବା ନାରୀମାନେ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ଏହି ବ୍ରତରେ ନାରୀମାନେ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି। ସ୍ୱାମୀ ହିଁ ସ୍ତ୍ରୀର ସର୍ବସ୍ୱ। କିମ୍ବଦନ୍ତୀ ଅନୁସାରେ, ସତ୍ୟବାନ ଅଳ୍ପାୟୁ ଥିଲେ ବି ମୃତ୍ୟୁକୁ ଜୟ କରିଥିଲେ। ଏହା ସମ୍ଭବ ହୋଇଥିଲା […]