Browsing daily archive

June 13, 2021

ଆଜିର ରାଶିଫଳ

ଆଜିର ରାଶିଫଳ

ଜୁନ ମାସ ୧୩ ତାରିଖ ୨୦୨୧ ମସିହା(ରବିବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ତୃତୀୟା ,କନ୍ୟା ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଟଳ ମୂଳା ଭକ୍ଷଣ ନିଷେଧ। ମେଷ:- ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ:- ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ […]