Browsing daily archive

June 15, 2021

ଆଜିର ରାଶିଫଳ

ଆଜିର ରାଶିଫଳ

ଜୁନ ମାସ ୧୫ ତାରିଖ ୨୦୨୧ ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ,ତିଥି-ପଞ୍ଚମୀ,ରଜ ସଂକ୍ରାନ୍ତି,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର,ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ମୂଳା ବେଲ ଭକ୍ଷଣ ନିଷେଧ । ମେଷ= ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। […]

ଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

➡️ଲୋକେ କୁହନ୍ତି କେହି ଜଣେ ଚାଲିଗଲେ ଜୀବନ ତା’ ପାଇଁ ଅଟକି ଯାଏନାହିଁ ।କିନ୍ତୁ ସମସ୍ତଙ୍କ ଜୀବନରେ ଏମିତି ଜଣେ ଥାଏ ଯାହାର ଜାଗା ଆଉ କେହି ନେଇ ପାରିବେ ନାହିଁ । ➡️ରାଶିଫଳ ଉପରେ ବିଶ୍ବାସ ନକରି ନିଜର କର୍ମଫଳ ଉପରେ ବିଶ୍ବାସ କରନ୍ତୁ , କାହିଁକିନା ରାଶି ତ ରାମ ଆଉ ରାବଣର ମଧ୍ୟ ଗୋଟିଏ ଥିଲା କିନ୍ତୁ ନିୟତି ସେମାନଙ୍କ କର୍ମ ଅନୁସାରେ ହିଁ ଫଳ ପ୍ରଦାନ କରିଥିଲା । ➡️ସ୍ବର୍ଗ ମର୍ତ୍ତ୍ୟ […]

ରଜ ଉପଲକ୍ଷେ ବିଶେଷ ଉପସ୍ଥାପନା

ରଜ ଉପଲକ୍ଷେ ବିଶେଷ ଉପସ୍ଥାପନା

ବରଷକେ ଥରେ ଆସିଛି ରଜ-ଆଜି ସଜବାଜ   -’ବନସ୍ତେ ଡାକିଲା ଗଜ , ବରଷକେ ଥରେ ଆସିଛି ରଜ     ଆସିଛି ରଜ ଲୋ ଘେନି ନୂଆ ସଜବାଜ’ ଭାବର ଆଦାନ ପ୍ରଦାନର ପର୍ବ ରଜ। ମିଳନର ପର୍ବ ରଜ। ଓଡ଼ିଶାବାସୀଙ୍କ କୃଷିଭିତ୍ତିକ ପର୍ବ ରଜ। ଆଷାଢର ଆରମ୍ଭରେ ରଜ ଆସେ। ଏହାର ପୂର୍ବଦିନ ସଜବାଜ ଏବଂ ଶେଷଦିନ ବସୁମତି ସ୍ନାନକୁ ମିଶାଇ ଏହା ପାଞ୍ଚଦିନ ଧରି ପାଳନ କରାଯାଏ। ରଜର ମୁଖ୍ୟ ତିନିଦିନ ହେଲା :- ପହିଲି […]

ସାଧାରଣ ଜନତାଙ୍କୁ ଝଟକା

୧-ନକଲି ଔଷଧ ଜବତ ଘଟଣାରେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ । ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ । ୨-ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩ୟ ଲୋକକଳା ଦିବସ ଭର୍ଚୁଆଲ୍ ମାଧ୍ୟମରେ ପାଳିତ। ବିଭିନ୍ନ ଜିଲ୍ଲାର ପ୍ରାୟ ୩୦୦ କଳାକାର ସାମିଲ ହେଲେ । ୩- କରୋନା ଯୋଗୁଁ ଅନାଥ ହୋଇଥିବା ଶିଶୁ ଗ୍ରୀନ ପ୍ୟାସେଜ ଯୋଜନାରେ ହେବେ ସାମିଲ । ପିଲାଙ୍କ ସମସ୍ତ ଶିକ୍ଷା ଖର୍ଚ୍ଚ ଅର୍ଥ […]