ଆଜିର ରାଶିଫଳ
ଧନ୍ନନ୍ତରୀ ଜୟନ୍ତୀ ଓ ନରକ ଚତୁର୍ଦ୍ଦଶୀ,୨୦୨୨ ମସିହା ଅକ୍ଟୋବର ମାସ ୨୩ ତାରିଖ (ରବିବାର)କାର୍ତିକ ମାସ –କୃଷ୍ଣପକ୍ଷ ,ତିଥି-ତ୍ରୟୋଦଶୀ ସଂ ଘ୬/୧୧ ପର୍ୟ୍ଯନ୍ତ ତଦନ୍ତେ ଚତୁର୍ଦ୍ଦଶୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୪୭/୫୯ ,ସୂର୍ଯ୍ୟାସ୍ତ ସନ୍ଧ୍ୟା ଘ୦୫/୧୫/୦୧ ,ମେଷରାଶିର ଘାତବାର ,ବୃଷ ରାଶିର ଘାତଚନ୍ଦ୍ର ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପ୍ରାବଣ ଶ୍ରାଦ୍ଧ ,ବାଇଗଣ ସନ୍ଧ୍ୟା ଘ୬/୧୧ ଗତେ ବିରି ଭକ୍ଷଣ ନିଷେଧ । ମେଷ-କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁ ସହାୟତାରୁ […]