ଆଜିର ରାଶିଫଳ
୨୦୨୨ମସିହା ନଭେମ୍ବରମାସ ୧୧ତାରିଖ (ଶୁକ୍ରବାର)ମାର୍ଗଶୀରମାସ-କୃଷ୍ଣପକ୍ଷ ,ତିଥି-ତୃତିଆ ,ନକ୍ଷତ୍ର-ମୃଗଶିରା.ସୁର୍ୟୋଦୟ ପ୍ରାତଃ ଘ୦୫/୫୬/୨୮ ,ସୂର୍ଯ୍ୟାସ୍ତ ସନ୍ଧ୍ୟା ଘ୦୫/୦୫/୦୦ ,ବିଛା, ଧନୁ ଓ ମୀନରାଶିର ଘାତବାର ,କନ୍ୟା ରାଶିର ଘାତଚନ୍ଦ୍ର ,ତୃତୀୟାର ଏକୋଦିଷ୍ଟ ଓ ପ୍ରାବଣଶ୍ରାଦ୍ଧ ,ପୋଟଳ ରାତ୍ରିଘ୮/୦ ଗତେ ମୂଳା ଭକ୍ଷଣ ନିଷେଧ । ମେଷ-ସମ୍ବନ୍ଧ ବିଗିଡ଼ିବାପଛରେ ଏହି କ୍ରୋଧ କାରଣ ବନିପାରେ। ଶରୀରରେ ଫୂର୍ତ୍ତିର ଅଭାବ ରହିବ। ମାନସିକ ଅସୁସ୍ଥତାର ସ୍ଥିତିରେ ମନ କୌଣସି କାର୍ଯ୍ୟ କରିବାପାଇଁ ପ୍ରେରିତ ହେବନାହିଁ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ […]