ଆଜିର ରାଶିଫଳ
୨୦୨୨ ମସିହା ନଭେମ୍ବର ମାସ ୨୭ ତାରିଖ (ରବିବାର)ମାର୍ଗଶୀର ମାସ –ଶୁକ୍ଳପକ୍ଷ ,ତିଥି-ଚର୍ତୁଥୀ ,ସୁର୍ୟୋଦୟ ପ୍ରାତଃ ଘ୦୬/୦୫/୨୦ ,ସୂର୍ଯ୍ୟାସ୍ତ ସନ୍ଧ୍ୟା ଘ୦୫/୦୧/୪୪ ,ମେଷରାଶିର ଘାତବାର ,ସିଂହରାଶିର ଘାତଚନ୍ଦ୍ର ,ଚର୍ତୁଥୀର ଏକୋଦିଷ୍ଟ ଓ ପ୍ରାବଣଶ୍ରାଦ୍ଧ ,ମୂଳା ବେଲ ଭକ୍ଷଣ ନିଷେଧ । ମେଷ-ନିଜରକାର୍ଯ୍ୟସାଧନ ସକାଶେ ମନ ବୁଝିଲାଭଳି କଥାକହି ବନ୍ଧୁଙ୍କୁ ଆପଣେଇନେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବନାହିଁ । ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ […]