ଓଡ଼ିଶାରୁ ପୁଣି ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର ,୫/୧(ଏସଏସନିୟୁଜ) ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ ରହିଛି । ବାକି ୧୯ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ମୋଟ ୨୧୮ ସାମ୍ପଲର ଜିନମ ସିକ୍ୱେନ୍ସିଂ କରାଯାଇଥିଲା । ଆଜିର ୨୪କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି ।ରାଜ୍ୟରେ କରୋନା ମହାମାରୀ ସହିତ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଥିବାବେଳେ […]