Browsing daily archive

October 29, 2023

ଆଜିର ରାଶିଫଳ

ଅକ୍ଟୋବରମାସ ୩୦ତାରିଖ ୨୦୨୩ ମସିହା (ସୋମବାର)କାର୍ତ୍ତିକମାସ- କୃଷ୍ଣପକ୍ଷ,ତିଥି- ଦ୍ଵିତୀୟା ରାତ୍ରି ଘ୧୦/୧୧ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୨୩ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୫୧/ ୩୯, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୩୦ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମିଥୁନରାଶିର ଘାତବାର, ବିଛାରାଶିର ଘାତଚନ୍ଦ୍ର,କାଳବେଳା -ଦିବା ଘ୦୨/୧୯ ଗତେ ଘ୦୩/୪୫ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୧୬ ମଧ୍ୟେ ଓ ଘ୦୯/୦୧ ଗତେ ଘ୧୧/୨୭ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,ବୋଇତିକଖାରୁ ଭକ୍ଷଣ ନିଷେଧ। ମେଷ:-ଆଜି କୋର୍ଟକଚେରୀ ବିଷୟରେ ନପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନପରେ […]

ଓଡିଶା-ଆନ୍ଧ୍ରସୀମାରେ ଟ୍ରେନ୍ ଦୁର୍ଘଟଣା

ଭୁବନେଶ୍ୱର,୨୯।୧୦(ଏସଏସନିଉଜ)ଓଡିଶା-ଆନ୍ଧ୍ର ସୀମାରେ ଟ୍ରେନ୍ ଦୁର୍ଘଟଣା ଘଟିଛି ।ରବିବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଆଲମଣ୍ଡା- କାଣ୍ଟାକାପାଲିରେ ଏହି ଦୁର୍ଘଟଣା ଘଟିଛି ।ବିଶାଖାପାଟଣା-ପଲାସା ଓ ବିଶାଖାପାଟଣା-ରାୟଗଡା ଟ୍ରେନ୍ ଦୁର୍ଘଟଣା ହେବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଥିବାନେଇ ସରକାରୀ ସୂତ୍ରରୁ କୁହାଯାଇଛି। ତେବେ ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଜଣାପଡିଛି । ବିଜୟନଗରମର ଆଲମଣ୍ଡା-କଣ୍ଟକପାଲି ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରେନକୁ ଅନ୍ୟ ଟ୍ରେନଟି ପଛପଟୁ ଧକ୍କା ଦେଇଛି । ଟ୍ରେନ୍ ଧକ୍କା ଦେବା […]