Browsing daily archive

June 3, 2024

କାଲିହେବ ନେତାଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୩ା୬(ଏସଏସନିଉଜ) ଆସନ୍ତାକାଲି ଭୋଟ ଗଣତି । ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ ।ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡ଼ା ସୁରକ୍ଷା ବଳୟରେ ରହିଛି ଇଭିଏମ । ଉଭୟ CAPF ଓ ଷ୍ଟେଟ୍ ଆର୍ମଡ଼ ପୋଲିସ ସହ କମିଶନରେଟ ପୋଲିସ ଷ୍ଟ୍ରଙ୍ଗ ରୁମ୍ ଦାୟିତ୍ୱରେ ରହିଛନ୍ତି । ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିସହ ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍ । ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି […]

ଓଲଟିଲା ଟ୍ରାକ୍ଟର, ଚାଲିଗଲା ୧୩ ଜୀବନ

ଭୁବନେଶ୍ୱର,୩ା୬(ଏସଏସନିଉଜ)ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଟ୍ରାକ୍ଟର । ଘଟଣାସ୍ଥଳରେ ହିଁ ଚାଲିଗଲା ୧୩ ଜୀବନ । ସେହିପରି ଗୁରୁତର ଅବସ୍ଥାରେ ଆଉ ୧୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ମଧ୍ୟପ୍ରଦେଶ ରାଜଗଡ଼ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଏକ ଟ୍ରାକ୍ଟରରେ ରାଜଗଡ଼ କୁଲାମପୁରା ରବିବାରରାତିରେ ଯାଉଥିଲେ । ସମସ୍ତ ମୃତାହତ ରାଜସ୍ଥାନ ମୋତିପୁରା ଗାଁର ହୋଇଥିବା ସୂଚନା ମିଳିଛିାସେହିଭଳିଭାବେ ଏକନିର୍ମାଣାଧିନ ବ୍ରିଜରୁ ଖସିପଡିଲା ବୋଲେରୋ,ଯାହାଫଳରେ ଏହି ଦୁର୍ଘଟଣାରେ […]

୪ ଛୁଆଙ୍କ ସହ ପାଣିଟାଙ୍କିକୁ ଡେଇଁଲା ମାଆ

ଭୁବନେଶ୍ୱର,୩ା୬(ଏସଏସନିଉଜ)୪ ଛୁଆଙ୍କ ସହ ପାଣି ଟାଙ୍କିକୁ ଡେଇଁ ମାଆ ଆତ୍ମହତ୍ୟା ଉଦ୍ୟମ କରିଛି ।ରାଜସ୍ଥାନ ବାଡମେର ଜିଲ୍ଲାରେ ପାରିବାରିକ କଳହକୁ ନେଇ ଏହି ଅଘଟଣ ଘଟିଛି ।ପାଣିରେ ବୁଡ଼ି ୪ ଛୁଆ ମୃତ୍ୟୁବରଣ କରିଥିବାବେଳେ, ମାଆକୁ ଉଦ୍ଧାର କରିଛିପୋଲିସା  

ଆଜିଠୁ +୩ ନାମ ଲେଖା ଆବେଦନ

ଭୁବନେଶ୍ୱର,୩ା୬(ଏସଏସନିଉଜ)ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁଯାୟୀ +୩ ନାମ ଲେଖା ପାଇଁ ଆବେଦନ ଜୁନ୍ ୩ ଅପରାହ୍ନ ୪ଟା ରୁ ଆରମ୍ଭ ହୋଇ ଜୁନ୍ ୧୭ ପର୍ଯ୍ୟନ୍ତ ଚାଲିବ। ଛାତ୍ର ଛାତ୍ରୀ ମାନେ www.samsodisha.gov.in ୱେବସାଇଟକୁ ଯାଇ ପଞ୍ଜିକରଣ କରି ପାରିବେ।୨୫ ଜୁନ୍ ସନ୍ଧ୍ୟା ରେ ପ୍ରକାଶ ପାଇବ ପ୍ରଥମ ମେଧାତାଲିକା ଓ ୨୬ଜୁନ୍ ରୁ ପ୍ରଥମରାଉଣ୍ଡ ନାମ ଲେଖା ହେବାସୂଚନାଯୋଗ୍ୟ ଏଥର ୨ଟିପର୍ଯ୍ୟାୟରେ ନାମ ଲେଖା ହେବ।କଳା, ବିଜ୍ଞାନ, ବାଣିଜ୍ୟ ରେ ସ୍ନାତକ ନାମ ଲେଖା ସହ […]

କୁଆଡ଼େ ଗଲେ ଡାକ୍ତର ଅମ୍ଲାନ

ମାଲକାନଗିରି,୩ା୬(ଏସଏସନିଉଜ) କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ ଭୋଇ ଦୁଇ ଦିନ ହେଲା ଅପହୃତ ହୋଇଥିଲେ ମଧ୍ୟ ତାଙ୍କର ପତାମିଳିପାରିନି । ଶନିବାରଠୁ ତାଙ୍କର କୌଣସି ଖୋଜଖବର ମିଳିନଥିବା ବେଳେ ଏହାକୁ ନେଇ ଜିଲ୍ଲାପାଳ ଓ ଏସପିଙ୍କୁ ଦେଖା କରିଛନ୍ତି ଡାକ୍ତରଙ୍କ ବାପା ।ଶନିବାରରାତିରେ ସ୍ୱାସ୍ଥ୍ୟକେନ୍ଦ୍ରରେ ଡ୍ୟୁଟିପରେ ସରକାରୀକ୍ୱାର୍ଟର୍ସକୁ ଯାଇଥିଲେ ଅମ୍ଳାନ । ଏହି ସମୟରେ କିଛି ଦୁବୃର୍ତ୍ତ ତାଙ୍କୁ ଘରୁ କୁଆଡ଼େ ଟେକି ନେଇ ଯାଇଥିବାନେଇ ମେଡିକାଲ୍ କର୍ତ୍ତୃପକ୍ଷ ଥାନାରେ ଏତଲା ଦେଇଥିଲେ । ପୁଅକୁ […]

ଆଜିର ରାଶିଫଳ

ଜୁନ୍ ମାସ ୦୪ତାରିଖ୨୦୨୪ମସିହା(ମଙ୍ଗଳବାର)ଜ୍ୟେଷ୍ଠମାସ- କୃଷ୍ଣପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୦୩ ଗତେ ଚତୁର୍ଦ୍ଦଶୀ ,ସୁର୍ୟୋଦୟ-ପ୍ରାତଃ ଘ୦୫ /୧୧/୩୯ ,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/ ୧୯/୩୧ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୦୩ ଗତେ ପଶ୍ଚିମେ ,ତ୍ରୟୋଦଶୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ବିଛାରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ଅଦ୍ୟ ମୃତେ ଏକପାଦଦୋଷ ରାତ୍ରି ଘ୧୧/୧୩ ଗତେ ଦ୍ଵିପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୧/୨୫ ଗତେ ଘ୦ ୩/୦୪ ମଧ୍ୟେ ,ବାରବେଳା – ଦିବା ଘ୦୬/୪୮ ଗତେ ଘ୦୮/୨୬ ମଧ୍ୟେ ,ବିଶୁଦ୍ଧ ଅମୃତ ବେଳା- […]