Browsing daily archive

June 4, 2024

ନନ୍ଦନକାନନରେ ଭିତରେ ପଶି ଆକ୍ରମଣ ଘଟଣା

ବାରଙ୍ଗ,୪ା୬(ଏସଏସନିଉଜ) ସୋମବାର ପ୍ରାଣୀଉଦ୍ୟାନ ନନ୍ଦନକାନନ ବନ୍ଦ ଦିନରେ ଜଣେ ଯୁବକ ବେଆଇନ ଭାବେ ପସିବା ଏବଂ ଏହାକୁ ବାରଣ କରିବାରୁ ଜଣେ ସୁରକ୍ଷା କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ଆକ୍ରମଣ ଓ ଜୀବନରୁ ମାରିଦେବାକୁ ଧମକ ଘଟଣାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ ନିଜଆଡୁ ଏକ ମାମଲା ରୁଜୁକରିଛି। ଜଙ୍ଗଲ ଓ ବନ୍ୟପ୍ରାଣୀ ନିୟମ ଅନୁଯାୟୀ କେସ ନଂ ୨/୨୪ ରେ ମାମଲା ରୁଜୁ କରାଯାଇଥିବା ନନ୍ଦନକାନନ ସୁରକ୍ଷା ବିଭାଗ ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ ପଟ୍ଟନାୟକ […]

ଆଜିର ରାଶିଫଳ

ଜୁନ୍ ମାସ ୦୫ତାରିଖ ୨୦୨୪ ମସିହା(ବୁଧବାର) ଜ୍ୟେଷ୍ଠମାସ- କୃଷ୍ଣପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୭/୫୨ଗତେ ଅମାବାସ୍ୟା,ନକ୍ଷତ୍ର- କୃତ୍ତିକା  ରାତ୍ରି ଘ୦୯/୫୦ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୩୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୯/୫୧, ଯୋଗିନୀ ପଶ୍ଚିମେ ରାତ୍ରି ଘ୦୭/୫୧ ଗତେ ଐଶାନ୍ୟେ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିଛାରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,ଅଦ୍ୟ ମୃତେ ରାତ୍ରି ୦୯/୫୦ ମଧେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୮/୨୫ ଗତେ ଘ୧୦/୦୫ ମଧ୍ୟେ,ବାରବେଳା – ଦିବା ଘ୧୧/୪୨ ଗତେ ଘ୦୧/୨୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୩୪ ଗତେ ଘ୦୮/ ୨୪ମଧ୍ୟେ ଓ ଘ୦୧/୨୧ […]

ଆଜି ଆସିବ ଜନାଦେଶ

ଭୁବନେଶ୍ୱର,୪।୭(ଏସଏସନିଉଜ)ପ୍ରତୀକ୍ଷାର ଅନ୍ତ ହେବ।ଆଜି ଆସିବ ଜନାଦେଶ।ଖୋଲିବ ଇଭିଏମ୍ ପେଡି।ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ। କେନ୍ଦ୍ରରେ କିଏ ଗଢ଼ିବ ସରକାର ? ଓଡ଼ିଶାରେ କାହା ଦଖଲକୁ ଯିବ କ୍ଷମତା ? ଆଜି ଲୋକସଭା ସମେତ ଓଡ଼ିଶା ବିଧାନସଭା ନିର୍ବାଚନର ଆସିବ ରେଜଲ୍ଟ।