Browsing daily archive

June 14, 2024

ଆଜିରରାଶିଫଳ

୨୦୨୪ମସିହା ଜୁନ୍ ମାସ ୧୫ ତାରିଖ ଶନିବାର ।ଶ୍ରୀମନ୍ଦିରେ ଓ ସର୍ବତ୍ର ମିଥୁନ (ରଜ) ସଂକ୍ରାନ୍ତି।ବିବିଧ – ହଳ ନିଷେଧ, ସ୍ତ୍ରୀ ତୈଳ ବର୍ଜନ। ସୂର୍ଯ୍ୟୋଦୟ ରୁ ଦିବା ଘ୯/୩୧ମି ମଧ୍ୟେ ସଂକ୍ରାନ୍ତିର ପୂଣ୍ୟକାଳଃ। ଦିବା ଘ୯/୩୧ମି ଠାରୁ ଦିବା ଘ୩/୫୫ମି ମଧ୍ୟେ ସଂକ୍ରାନ୍ତିର ବିଶିଷ୍ଟ ପୂଣ୍ୟକାଳଃ ।ସୁର୍ଯ୍ୟୋଦୟ- ଘ୫/୧୧/୬, ସୂର୍ଯ୍ୟାସ୍ତ- ଘ୬/୨୨/୩୨,ଜ୍ୟେଷ୍ଠମାସ,ଶୁକ୍ଳପକ୍ଷ,ଶୌରିବାସ,ତିଥି- ନବମୀ ରାତ୍ରି ଘ୨/୩୦ମି ପର୍ଯ୍ୟନ୍ତ ତଦନ୍ତେ ଦଶମୀ।ନକ୍ଷତ୍ର- ଉତ୍ତରାଫାଲ୍ଗୁନୀ ନକ୍ଷତ୍ର ଦିବା ଘ୮/୫୫ମି ପର୍ଯ୍ୟନ୍ତ ତଦନ୍ତେ ହସ୍ତା ନକ୍ଷତ୍ର ।ଚ଼ନ୍ଦ୍ର- କନ୍ୟାଚନ୍ଦ୍ର (ଅହୋରାତ୍ର)।ସୌରଚଳନେ […]

ଗାଡ଼ିଅଟକାଇ କୁନିଝିଅ ହାତରୁ ଫୁଲତୋଡ଼ାନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଏସଏସନିଉଜ)ରାସ୍ତାରେ ଗାଡ଼ି ଅଟକାଇ କୁନି ଝିଅ ହାତରୁ ଫୁଲ ତୋଡ଼ା ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ରାଜ୍ୟ ସଂଗ୍ରହାଳୟକୁ ଯାଉଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବାକୁ ରାସ୍ତାକଡ଼ ରେ ଛିଡ଼ା ହୋଇଥିଲା କୁନି ଝିଅ।ଅନ୍ୟପଟେ ରଜ ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା।ପହିଲି ରଜରେ ଓଡ଼ିଶାବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଗଣ ପର୍ବ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ।Xରେ ପୋଷ୍ଟ କରି ରାଜ୍ୟବାସୀଙ୍କୁ […]

ମନ୍ତ୍ରିମଣ୍ଡଳର ବିଭାଗ ବଣ୍ଟନ ନେଇ ପୃଥ୍ୱୀରାଜଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୧୪।୬(ଏସଏସନିଉଜ)ରାଜ୍ୟରେ ଆରମ୍ଭ ହୋଇଛି ବିଜେପି ସରକାର।ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଥିବା ନେତାମାନେ ମଧ୍ୟ ଶପଥ ନେଇସାରିଛନ୍ତି।କାହାକୁ କେଉଁ ଦାୟିତ୍ୱ ମିଳିବ ତାହାକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା।ଏହାରି ଭିତରେ ପ୍ରତିକ୍ରିୟା ରଖିଛନ୍ତି କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।କାହାକୁ କେଉଁ ବିଭାଗ ମିଳିବ ନିଷ୍ପତି ସରିଛି ବୋଲି କହିଛନ୍ତି ପୃଥ୍ୱୀରାଜ।କୌଣସି ମୁହୂର୍ତ୍ତରେ ରାଜ୍ୟପାଳଙ୍କ ଅଫିସରୁ ଲିଷ୍ଟ ଆସିପାରେ ବୋଲି କହିଛନ୍ତି।

ସୁରନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ଭୁବନେଶ୍ୱର,୧୪।୬(ଏସଏସନିଉଜ)ବରିଷ୍ଠ ରାଜନେତା ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଭୁବନେଶ୍ବର ବାସଭବନରେ ଭେଟିବା ସହ ସୁରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ବିଶ୍ବଭୂଷଣ ।

ଜବତବୋମା ନିଷ୍କ୍ରିୟ ବେଳେ

ଭୁବନେଶ୍ୱର,୧୪ା୬(ଏସଏସନିଉଜ) ରଜରେ ବଡ଼ ଅଘଟଣ ଘଟିଛି। ଜବତ ବୋମା ନିଷ୍କ୍ରିୟ କଲା ବେଳେ ବିସ୍ଫୋରଣରେ ଜଣେ ହାବିଲଦାରଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା କଟକସଦର ଥାନାର ଏକ ପରିତ୍ୟକ୍ତ ଘରେ ରଖାଯାଇଥିଲା ଜବତ ବୋମା ନିଷ୍କ୍ରିୟ କରାଯାଉଥିବା ବେଳେ ବିସ୍ଫୋରଣ ହୋଇଛି । ବୋମା ନିଷ୍କ୍ରିୟକାରୀ ଟିମରେ ଥିବା ହାବିଲଦାର ପ୍ରଦୀପ ମଲ୍ଲିକଙ୍କ ମୃତ୍ୟୁଘଟିଛି ।ପ୍ରଦୀପଙ୍କ ଘର କଟକ ପୀରବଜାର। ରିଜର୍ଭ ଅଫିସରେ ହାବିଲଦାର ଭାବେ ଡ୍ୟୁଟି କରୁଥିଲେ ।ଗୋପାଳପୁର ନିକଟ କାଠଯୋଡ଼ି ନଦୀପଠାରେ ନିଷ୍କ୍ରିୟ […]

କୁଏତ ଅଗ୍ନିକାଣ୍ଡ ଘଟଣାରେ ଦୁଇଓଡ଼ିଆଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪ା୬(ଏସଏସନିଉଜ) କୁଏତ ଅଗ୍ନିକାଣ୍ଡ ଘଟଣାରେ ଦୁଇ ଓଡ଼ିଆଙ୍କ ମୃତ୍ୟୁଘଟିଥିବାର ସୂଚନା ମିଳିଛି ।ଏହି ଅଗ୍ନିକାଣ୍ଡରେ ୪୫ ମୃତକଙ୍କ ମଧ୍ୟରେ ୨ ଜଣ ଓଡ଼ିଶାର ଥିବାର ଜଣାପଡିଛି ।ଦୁଇ ମୃତକ ହେଲେ ମହମ୍ମଦ ଜହୁର, ସନ୍ତୋଷ ଗୌଡ଼ାମୃତ ମହମ୍ମଦ ଜହୁର ଆଠଗଡ଼ ତିଗିରିଆ ଥାନା କରଡ଼ାପଲିର ବୋଲି ଜଣାପଡିଛି ।