Browsing daily archive

October 7, 2024

ଭିଜିଲାନ୍ସ ଜାଲରେ ପ୍ରଭାବଶାଳୀ ଯନ୍ତ୍ରୀ

  ସୋନପୁର,୭/୧୦(ଏସଏସନିଉଜ)ଭିଜିଲାନ୍ସ ଜାଲରେ ପଡ଼ିଲେ ସୁବର୍ଣ୍ଣପୁରଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ। ଜିତେନ୍ଦ୍ର ଜଣେ ସ୍ଥାନୀୟ ଠିକାଦାରଙ୍କ ପାଖରୁ ୪୬ ହଜାର ଟଙ୍କା ନେଉଥିବା ବେଳେ ତାଙ୍କ କାର୍ଯ୍ୟାଳୟରେ ଆଜି ଭିଜିଲାନ୍ସ ଦ୍ଵାରା ଧରା ପଡିଛନ୍ତି।ସମ୍ପୃକ୍ତ ଠିକାଦାରଙ୍କୁ ବିଲ୍ ପାଇଁ ବାରମ୍ବାର ହଇରାଣ କରୁଥିଲେ ଶ୍ରୀ ପାଢ଼ୀ ଫଳରେ ସେ ବାଧ୍ୟ ହୋଇ ସମ୍ବଲପୁର ଭିଜିଲାନ୍ସ ର ସହାୟତା ନେଇଥିଲେ। ଯୋଜନା ମୁତାବକ ସମ୍ପୃକ୍ତ ଠିକାଦାର ଆଜି ତାଙ୍କ ଅଫିସ୍ ଚ୍ୟାମ୍ବର୍ ଭିତରେ […]

ଆଜିର ରାଶିଫଳ

ଅକ୍ଟୋବରମାସ ୦୮ ତାରିଖ ୨୦୨୪ମସିହା (ମଙ୍ଗଳବାର),ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ଦିବା ଘ୧୧/୦୨ ଗତେ ଷଷ୍ଠୀ, ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/ ୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୬ /୩୬,ଯୋଗିନୀ ଦକ୍ଷିଣେ ଦିବା ଘ ୧୧/୦୨ ଗତେ ପଶ୍ଚିମେ,ଷଷ୍ଠୀର ପାର୍ବଣ ଶ୍ରାଦ୍ଧ,ମକରରାଶିର ଘାତବାର,କାଳବେଳା-ଦିବା ଘ୧୨/୫୮ ଗତେ ଘ୦୨/୨୭ ମଧ୍ୟେ,ବାରବେଳା – ଦିବା ଘ୦୭/୧୨ ଗତେ ଘ୦୮/୫୦ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୨ ମଧ୍ୟେ ଓ ଘ୦୮/୫୧ ଗତେ ଘ୧୦/ ୨୦ ମଧ୍ୟେ ଓ ରାତ୍ରି ଘ୦୭/ ୪୫ ଗତେ ଘ୦୮/୩୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- […]

ବଦଳିବ ସରକାରୀକୋଠାର ରଙ୍ଗ

ଭୁବନେଶ୍ୱର,୭ା୧୦(ଏସଏସନିଉଜ)ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବାନେଇ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲ୍‌ଟିଡି ଇଆଇସି ତଥା ଏମ୍‌ଡିଙ୍କୁ ଏନେଇ ଚିଠି କରାଯାଇଛି।ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ବେଳେ ରଙ୍ଗ ବଦଳିବ। ରାଜ୍ୟ ସରକାରଙ୍କ ସମସ୍ତ ନୂଆ କୋଠାର ବାହାର ପଟର ରଙ୍ଗ ଅରେଞ୍ଜ ଶେଡ୍‌ (ଉପରେ ଦିଆଯାଇଥିବା ଭଳି) ହେବ। ସେଥିରେ ରେଡ୍‌ ଶେଡ୍‌ର ବର୍ଡର ରହିବ। ସେହିପରି କାର୍ଯ୍ୟକ୍ଷମ […]