Browsing daily archive

October 22, 2024

ଆମ୍ବୁଲାନ୍ସ ଡ୍ରାଇଭରଙ୍କ ନିର୍ମମ ହତ୍ୟା!

ଭୁବନେଶ୍ୱର,୨୧/୧୦(ଏସଏସନିଉ ଜ)ଭୁବନେଶ୍ୱରରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ନିର୍ମମ ଭାବେ ହତ୍ୟା କରାଯାଇଛି । ରାଜଧାନୀ ପଟିଆ ଅଞ୍ଚଳରେ ଏକ ନିର୍ମାଣାଧିନ ମନ୍ଦିର ନିକଟରୁ ମିଳିଛି ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ । ମୃତକ ପଥରଗାଡ଼ିଆ ଅଞ୍ଚଳର ସୁଶାନ୍ତ ବେହେରା ବୋଲି ଜଣାପଡ଼ିଛି ।ସେ ଭୁବନେଶ୍ୱରର ଅହଲ୍ୟା ହସ୍ପିଟାଲରେ ଆମ୍ବୁଲାନ୍ସ ଡ୍ରାଇଭର ଭାବେ କାମ କରୁଥିଲେ ।ସୁଶାନ୍ତ ଗତକାଲି ଅପରାହ୍ନ ୨.୩୦ ମିନିଟରୁ ଘରୁ ବାହାରି ଆସିଥିଲେ ।ଏହାପରେ ତାଙ୍କ ଫୋନ୍ ନଲାଗିବାରୁ ଏନେଇ ପରିବାର ଲୋକେ ଇନ୍ଫୋସିଟି ଥାନାରେ […]

ମାଡିଆସୁଛି ବାତ୍ୟା

ଭୁବନେଶ୍ୱର,୨୨ା୧୦(ଏସଏସନିଉଜ)ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ।ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]