Browsing monthly archive

October 2024

ଗାଆଁରେ ବୁଲିଲା ଗୋଠଛଡା ହାତୀ

ବାରଙ୍ଗ,୪/୧୦(ଏସଏସନିଉଜ) ସାବଧାନ , ମାତିଛି ଗୋଠଛଡ଼ା ମାଇ ହାତୀ । ସନ୍ଧ୍ୟା ହେଲେ ରାଜରାସ୍ତାରେ ବୁଲୁଥିବା ବେଳେ ନିକଟ ଗାଁ ରେ ପଶୁଛି । ଫସଲ ନଷ୍ଟ କରିବା ସହ ପାଚେରୀ ଭାଙ୍ଗି ଦେଉଛନ୍ତି । ଏବେ ଚିନ୍ତା ରେ ପଡିଯାଇଛନ୍ତି ଲୋକେ ।ଏହିଭଳି ଘଟଣା ନରାଜ ଗ୍ରାମରେ ଦେଖିବାକୁ ମିଳିଛି । ଏହି ହାତୀର ଦୌରାତ୍ମ୍ୟ ଯୋଗୁ ଚାଷୀମାନଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ନାହିଁ ନଥିବା ହଇରାଣ ହେଉଛନ୍ତି ।ତେବେ ଏହି ଗ୍ରାମରେ ଗୋଟିକିଆ […]

ବ୍ଲାକମେଲିଂ ଅଭିଯୋଗରେ ବନ୍ଧାହେଲେ ଫେସବୁକ୍ ପ୍ରେମିକ

ବାରଙ୍ଗ, ୪/୧୦(ଏସଏସନିଉଜ) ଫେସବୁକ୍ ରୁ ପ୍ରେମକରି ଅନ୍ତରଙ୍ଗ ମୂହୁର୍ତ୍ତର ଭିଡିଓକୁ ବ୍ଲାକମେଲ କରି ସାରାରିକ୍ ସମ୍ପର୍କ ରଖିବାକୁ ବାଧ୍ୟ କରିବା ଅଭିଯୋଗରେ ଜଣେ ଯୁବକକୁ ବାରଙ୍ଗ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।ଯୁବକକୁ ଗିରଫ କରିଛି ବାରଙ୍ଗପୋଲିସ।ପ୍ର କାଶ ଯେ, ପୁରୀ ଜିଲ୍ଲା ନିମାପଡ଼ା ଅଂଚଳର ଗୈାରବ ପ୍ରଧାନ (୨୭) ନାମକ ଯୁବକ ଫେସବୁକ ମାଧ୍ୟମରେ ବାରଙ୍ଗ ଥାନା ଅନ୍ତର୍ଗତ ସୀତାରାମ ବଜାର ଅଂଚଳର ଜଣେ ବିବାହିତା ମହିଳାଙ୍କ ସହିତ ପ୍ରେମ ସଂମ୍ପର୍କ ଗଢି ଉଠିଥିଲା।ପରେ […]

ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ

ବାରଙ୍ଗ, ୪/୧୦(ଏସଏସନିଉଜ) ବାରଙ୍ଗ ଥାନା ଅନ୍ତର୍ଗତ ମଧୁବନ ଗ୍ରାମ ନିକଟରେ ଗୋଟିଏ ବଗିଚା ଭିତରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ପ୍ରକାଶ ଯେ ମଧୁବନ ଗ୍ରାମ ନିକଟସ୍ଥ ଏକ ଘରୋଇ ବିଦ୍ୟାଳୟ ଲାଗି ଚିନୁମିତ୍ର ବଗିଚା ଭିତରେ ୪୨ ମୈଜା ଅଂଚଳର ଜ୍ୟୋତି ପ୍ରସାଦ ଦେବତା (୬୦) ଦୀର୍ଘ ଦିନ ହେବ ଦେଖାଶୁଣା କରିବା ସହିତ ସେହିଠାରେ ରୁହନ୍ତି। ଗୁରୁବାର ଭୋର ୪ଟା ସମୟରେ ପୂର୍ବ […]

ଆଜିର ରାଶିଫଳ

ଅକ୍ଟୋବରମାସ୦୫ତାରିଖ୨୦୨୪ମସିହା(ଶନିବାର)ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ତୃତୀୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୫୯, ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୨୯/୧୬,ଯୋଗିନୀ ଅଗ୍ନିକୋଣେ,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,କାଳବେଳା -ଦିବା ଘ୦୭/୧୨ ମଧ୍ୟେ ଓ ଘ୦୩/୧୭ଗତେ ଘ୦୫/୨୬ ମଧ୍ୟେ,ବାରବେଳା – ଦିବା ଘ୧୧/୦୦ଗତେ ଘ୦୨/୩୦ ମଧ୍ୟ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୦ ଗତେ ଘ୦୯/୪୨ମଧ୍ୟେ ଓ ଘ୦୨/୩୧ ଗତେ ଘ୦୩/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରିଘ୧୨/୩୧ ଗତେ ଘ୦୨/୧୭ ମଧ୍ୟେ, ପୋଟଳ ଭକ୍ଷଣ ନିଷେଧ। ମେଷ:-ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ […]

ନଭେମ୍ବର ୧୩ରେ ବଡ଼ଓଷା

ଭୁବନେଶ୍ୱର,୪/୯(ଏସଏସନିଉଜ)ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ। ୧୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।୧୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୧୪ ତାରିଖ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ […]

ଦିଲ୍ଲୀରେ ୩୪ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୪/୧୦(ଏସଏସନିଉଜ)ରାଷ୍ଟ୍ରଦୂତଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଜାନୁଆରୀରେ ଭୁବନେଶ୍ବରରେ ହେବ ନିବେଶକ ସମ୍ମିଳନୀ।ରାଷ୍ଟ୍ରଦୂତଙ୍କ ଜରିଆରେ ବିଦେଶୀ ନିବେଶକଙ୍କୁ ସେ ଆହ୍ବାନ କରିଛନ୍ତି।୪୮୦ କିମିର ବେଳାଭୂମି, ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଓଡ଼ିଶା।ଓଡ଼ିଶା ଅପାର ପ୍ରାକୃତିକ ସମ୍ପଦର ରାଜ୍ୟ।ଦେଶର ଖଣିଜ ଶିଳ୍ପରେ ଓଡ଼ିଶା ଏକ ପ୍ରମୁଖ ଖେଳାଳି।ବିଗତ କିଛିବର୍ଷ ହେବ ଓଡ଼ିଶାର ଅର୍ଥନୀତି ର ବିକାଶ ହେଉଛି ବୋଲି କହିଛନ୍ତ।

ଭିଡିଓକଲ୍ ରେ ପ୍ରେମ ନିବେଦନ କରି ଧରାପଡିଲେ ଚୋର

ବାରଙ୍ଗ,୩/୧୦(ଏସଏସନିଉଜ )ମୋବାଇଲ ଚୋରି କରି ବନ୍ଧା ହେଲେ ଯୁବକ।ଯୁବକ ଜଣକୁ ଫିଲ୍ମ ଷ୍ଟାଇଲରେ ମାଡ଼ି ବସିଲେ ସ୍ଥାନୀୟଲୋକେ । ଏଭଳି ଘଟଣା ବାରଙ୍ଗଥାନା ଅଧିନସ୍ତ ତ୍ରିଶୁଲିଆ ଛକରେ ଗୁରୁବାର ରାତିରେ ଦେଖିବାକୁ ମିଳିଛି । ଗିରଫ ଯୁବକ ଜଣକ ହେଉଛନ୍ତି ସଦର ଥାନା ଅଞ୍ଚଳର ବଡ଼ ଝରିଲୋ ଗ୍ରାମର ଦିପୁ ପଣ୍ଡା ବୋଲି ସୂଚନା ମିଳିଛି । ପ୍ରକାଶ ଯେ , ଭରତପୁର ଅଞ୍ଚଳର ସୁବ୍ରତ ଦାସ ଓ ଅଞ୍ଜନ ଦାସ ଓଲା ଅଟୋ ଡ୍ରାଇଭର ଅଟନ୍ତି […]

ଆଜିର ରାଶିଫଳ

ଅକ୍ଟୋବରମାସ ୦୪ତାରିଖ ୨୦୨୪ ମସିହା (ଶୁକ୍ରବାର)ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା, ନକ୍ଷତ୍ର- ଚିତ୍ରା ରାତ୍ରି ଘ୦୭/୦୪ ଗତେ ସ୍ଵାତୀ, ସୁର୍ୟୋଦୟ-ପ୍ରାତଃଘ୦୫/୪୨/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/୦୬,ଯୋଗିନୀ ଉତ୍ତରେ,ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବିଛା,ଧନୁ ଓ ମୀନରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୧୦/୦୪ଗତେ ଘ୧୧/୩୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବାଘ୦୬/୩୦ ମଧ୍ୟେ ଓ ଘ୦୭/୦୮ ଗତେ ଘ୦୯/୪୨ମଧ୍ୟେ ଓ ଘ୧୨/୦୮ ଗତେ ଘ୦୩/୨୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ବୋଇତି କଖାରୁ ଭକ୍ଷଣ ନିଷେଧ। ମେଷ-ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ […]

ଆଜିର ରାଶିଫଳ

ଅକ୍ଟୋବରମାସ ୦୩ତାରିଖ ୨୦୨୪ମସିହା(ଗୁରୁବାର) ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ପ୍ରତିପଦ ରାତ୍ରି ଘ୦୨/୪୦ ଗତେ ଦ୍ଵିତୀୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୨୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/ ୦୬,ଯୋଗିନୀ ପୂର୍ବେ ରାତ୍ରି ଘ୦୨/୪୧ ଗତେ ଉତ୍ତରେ, ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭ ରାଶିର ଘାତବାର,,କାଳବେଳା ଓ ବାରବେଳା – ଦିବା ଘ୦୨/୩୦ ଗତେ ଘ୦୫/୨୭ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୦୭/୧୯ ମଧ୍ୟେ ଓ ଘ୦୧/୪୦ ଗତେ ଘ୦୨/୨୯ ମଧ୍ୟେ ଓ ରାତ୍ରି ଘ୦୬/୧୪ଗତେ ଘ୦୯/୩୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି, ପାଣିକଖାରୁ ଭକ୍ଷଣ ନିଷେଧ। […]

ଆଜିର ରାଶିଫଳ

ଅକ୍ଟୋବରମାସ ୦୨ତାରିଖ ୨୦୨୪ ମସିହା (ବୁଧବାର) ଆଶ୍ୱିନମାସ- କୃଷ୍ଣପକ୍ଷ,ତିଥି- ଅମାବାସ୍ୟା ରାତ୍ରି ଘ୧୨/୦୬ଗତେ ପ୍ରତିପଦ,ନକ୍ଷତ୍ର- ଉତ୍ତରା ଫା ଦିବା ଘ୦୧/୦୦ ଗତେ ହସ୍ତା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୦୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୫୬, ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୨/୦୬ ଗତେ ପୂର୍ବେ, ଅମାବାସ୍ୟାର ସାମ୍ବତ୍ସରିକଶ୍ରାଦ୍ଧ, ମହାଳୟା ବିଧିରେ ହେବ,ବୃଷରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,କାଳବେଳା -ଦିବା ଘ୦୮/୧୧ ଗତେ ଘ୧୦/୧୧ ମଧ୍ୟେ,ବାରବେଳା – ଦିବା ଘ୧୧/୪୦ ଗତେ ଘ୦୧/୦୯ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୬/୩୧ ମଧ୍ୟେ ଓ ଘ୦୭/୧୯ ଗତେ ଘ୦୮/୦୯ ମଧ୍ୟେ ଓ ଘ୧୦/୩୧ଗତେ […]