Browsing daily archive

November 18, 2024

ଆଜିର ରାଶିଫଳ

ଆଜିର ରାଶିଫଳ

ନଭେମ୍ବରମାସ ୧୯ତାରିଖ ୨୦୨୪ ମସିହା (ମଙ୍ଗଳବାର)ମାର୍ଗଶୀର ମାସ- କୃଷ୍ଣପକ୍ଷ,ତିଥି- ଚତୁର୍ଥୀ ସନ୍ଧ୍ୟା ଘ ୦୫/୨୭ ଗତେ ପଞ୍ଚମୀ, ସୁର୍ୟୋଦୟ-ପ୍ରାତଃ ଘ୦୬/୧/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୧୦,ଯୋଗିନୀ ନୈରୁତେ ସନ୍ଧ୍ୟା ଘ ୦୫/୨୭ ଗତେ ଦକ୍ଷିଣେ,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କନ୍ୟାରାଶିର ଘାତଚନ୍ଦ୍ର,ମକରରାଶିର ଘାତବାର,କାଳବେଳା -ଦିବା ଘ୧୨/୫୩ ଗତେ ଘ୦୨/୧୭ ମଧ୍ୟେ,ବାରବେଳା – ଦିବା ଘ୦୭/୨୬ ଗତେ ଘ୦୮/୫୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ଘ୦୬/୫୦ ମଧ୍ୟେ ଓ ଘ୦୮/୫୧ଗତେ ଘ୧୧/୩୭ ମଧ୍ୟେ ଓ ରାତ୍ରି ଘ୦୭/୨୬ ଗତେ ଘ୦୮/୧୦ ମଧ୍ୟେ,ବିଶୁଦ୍ଧ […]

ସମୀରଦେଙ୍କ ବିୟୋଗରେ  ମୁଖ୍ୟମନ୍ତ୍ରୀଙ୍କ ଶୋକ

ସମୀରଦେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

  ଭୁବନେଶ୍ୱର,୧୮/୧୧(ଏସଏସନିଉଜ)ପୂର୍ବତନମନ୍ତ୍ରୀ ସମୀରଦେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ସ୍ବର୍ଗତଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ସଂଗଠକ ଥିଲେ। ଉଚ୍ଚଶିକ୍ଷା ଓ ନଗରଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କଟକସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା […]