Browsing daily archive

March 24, 2025

ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚମାସ ୨୫ତାରିଖ ୨୦୨୫ମସିହା(ମଙ୍ଗଳବାର)ଚୈତ୍ରମାସ- କୃଷ୍ଣପକ୍ଷ,ତିଥି- ଏକାଦଶୀ ରାତ୍ରି ଘ୦୪/୧୧ ଗତେ ଦ୍ଵାଦଶୀ,ନକ୍ଷତ୍ର- ଶ୍ରାବଣ। ରାତ୍ରି ଘ୦୪/୪୯ ଗତେ ଧନିଷ୍ଟା,ସୁର୍ୟୋଦୟ-ପ୍ରାତଃ ଘ୦୫/୫୧/୪୭,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୫/୫୬/୨୫,ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୪/୧୧ ଗତେ ନୈରୁତେ,ସିଂହରାଶିର ଘାତଚନ୍ଦ୍ର,ମକର ରାଶର ଘାତବାର,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ଅଦ୍ୟ ମୃତେ ଏକପାଦ ଓ ରାତ୍ରି ଘ୦୪/୧୧ ଗତେ ଦ୍ଵୀପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୧/୨୪ ଗତେ ଘ୦୨/୫୬ ମଧ୍ୟେ,ବାରବେଳା – ଦିବା ଘ୦୭/୨୦ ଗତେ ଘ୦୮/୫୦ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୫୧ ଗତେ […]