ଆଜିର ରାଶିଫଳ
ଅପ୍ରେଲମାସ ୦୨ତାରିଖ ୨୦୨୫ ମସିହା (ବୁଧବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ରାତ୍ରି ଘ୧୧/୫୩ ଗତେ ଷଷ୍ଠୀ,ନକ୍ଷତ୍ର- କୃତ୍ତିକା ଦିବା ଘ୦୯/୨୪ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୨୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/ ୪୨,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୧/୫୩ ଗତେ ପଶ୍ଚିମେ, ବିଛାରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୯/୨୪ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୮/୪୫ ଗତେ ଘ୧୦/୧୮ ମଧ୍ୟେ,ବାରବେଳା – ଦିବା ଘ୧୧/୪୯ ଗତେ ଘ୦୧/୨୨ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୮ମଧ୍ୟେ ଓ ଘ୦୧/୨୩ ଗତେ […]