ଭୁବନେଶ୍ୱର,୨୨।୩(ଏସଏସନୀୟୂଜ)ତାଣ୍ଡବ ରଚୁଛି କାଳବୈଶାଖୀ । ଆଜି ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହୋଇଛି।କାଳବୈଶାଖୀ ପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ ।ଏହାସହ ଘଡ଼ଘଡ଼ି , ବର୍ଷା ଓ ପବନ ବୋହିବା ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
୨୫ ଯାଏଁ କାଳବୈଶାଖୀ ବର୍ଷା !
