ଆଜିର ରାଶିଫଳ

ଜୁନ୍ ମାସ ୧୭ତାରିଖ ୨୦୨୪ମସିହା (ସୋମ ବାର) ଜ୍ୟେଷ୍ଠ ମାସ-ଶୁକ୍ଳପକ୍ଷ,ତିଥି- ଏକାଦଶୀ, ସୌରମାସ- ମିଥୁନ୦୩ ଦିନ,ସୁର୍ୟୋଦୟ- ପ୍ରାତଃ ଘ୦୫/ ୧୨/୨୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୩୯ ,ଯୋଗିନୀଅଗ୍ନିକୋଣେ,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ମିଥୁନରାଶିର ଘାତବାର, ଅଦ୍ୟ ମୃତେ ପୁଷ୍କରଦୋଷ ନାସ୍ତି,କାଳବେଳା -ଦିବା ଘ ୦୬/୫୦ ଗତେ ଘ୦୮/୩୦ ମଧ୍ୟେ, ବାରବେଳା – ଦିବା ଘ୦୩/୦୫ ଗତେ ଘ୦୫/୪୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୩୧ ଗତେ ଘ୧୦/ ୦୦ ମଧ୍ୟେ ଓ ରାତ୍ରି ଘ୦୯/୪୫ ଗତେ ଘ୧୨/ ୪୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୩ /୪୯ ଗତେ ଘ୦୪/୪୦ ମଧ୍ୟେ, ଅଦ୍ୟ ଶିମ୍ବ ଭକ୍ଷଣ ନିଷେଧ
ମେଷ:-ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ।ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ।ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ।ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ:-ସମସ୍ତ କାର୍ଯ୍ୟରେ ଆପଣଦ୍ୱନ୍ଦ୍ୱ ଅନୁଭବ କରିବେ।ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ।ବିଚାରର ଭରମାରରେ ମାନସିକଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ଯ୍ୟସଫଳ ପାଇଁ ଆଜିରଦିନ ଭଲରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ।ଲଘୁଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶାରହିବ।ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧି ମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ।ପରିବାରରେ ସୁଖଶାନ୍ତିରହିବ।ଉତ୍ତମ ଭୋଜନରପ୍ରାପ୍ତି ହେବ।ନିର୍ଦ୍ଧାରିତକାମରେ ସଫଳତା ମିଳିବ।ମହିଳାମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜରକାମ କାଢ଼ି ପାରିବେ।ବ୍ୟବସାୟ ଦୃଷ୍ଟିରେ ଆଜିରଦିନ ଲାଭଦାୟକ ପ୍ରମାଣିତ ହେବ।ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ।ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନ ମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ।ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ।ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ।ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ।ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ।ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ।ବୌଦ୍ଧିକ କାର୍ଯ୍ୟଗୁଡ଼ିକ ରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସି କୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହି ସମୟ ମାନସିକଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀ ଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିରଦିନ ସୁଖଶାନ୍ତିରେ କଟିବ।ବ୍ୟାପାରି ମାନଙ୍କ ଉତ୍ତମସମୟ ଅଟେ।ପତିପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନ ରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment