ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚମାସ ୧୫ତାରିଖ ୨୦୨୫ମସିହା(ଶନିବାର)ଚୈତ୍ରମାସ- କୃଷ୍ଣପକ୍ଷ ,ତିଥି- ପ୍ରତିପଦ ଦିବା ଘ୦୨/୩୪ଗତେ ଦ୍ଵିତୀୟା ,ନକ୍ଷତ୍ର ଉତ୍ତରାଫାଃ ଦିବାଘ୦୯/୩୫ ଗତେ ହସ୍ତା ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୦/୦୭ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୩/୪୮ ,ଯୋଗିନୀ ପୂର୍ବେ ଦିବା ଘ୦୨/୩୪ ଗତେ ଉତ୍ତରେ ,ବୃଷ ରାଶିର ଘାତଚନ୍ଦ୍ର ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର ,ପ୍ରତିପଦର ଏକୋଦିଷ୍ଟ ଶ୍ରାଦ୍ଧ ,ଅଦ୍ୟ ମୃତେ ଦ୍ଵପାଦ ଓ ଦିବା ଘ୦୯/୩୬ଗତେ ଏକପାଦ ପୁଷ୍କରଦୋଷ ,କାଳବେଳା -ଦିବା ଘ୦୭/୩୦ମଧ୍ୟେ ଓ ଦିବା ଘ୦୪/୨୫ଗତେ ଘ୦୫/୨୬ ମଧ୍ୟେ ,ବାରବେଳା – ଦିବା ଘ୦୧/୨୬ ଗତେ ଘ୦୨/୫୭ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୯/୫୮ଗତେ ଘ୦୧/୧୦ ମଧ୍ୟେ ଓରାତ୍ରି ଘ୦୮/୨୦ ଗତେ ଘ୧୦/୪୫ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।– ନାସ୍ତି ,ଅଦ୍ୟ ପାଣିକଖାରୁ ଦିବା ଘ ୦୨/୩୫ ଗତେ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ନିଜର କ୍ୟାରିୟର ସୁଧାରପାଇଁ ଭଲହେବ।କୌଣସି ଅନୁବନ୍ଧପାଇଁ ଭଲସୁଯୋଗ ମିଳିବ।ପାରିବାରିକକାର୍ଯ୍ୟରେ ପରିବାରର ସବୁସଦସ୍ୟଙ୍କ ସହଯୋଗପାଇବେ।ପ୍ରେମରେ ସଫଳତା ମିଳିବ।
ବୃଷ:-ଆଜି ଆପଣଙ୍କଭାବନା ରଚନାତ୍ମକରହିବ।ସମ୍ମାନିତ ଲୋକଙ୍କଠାରୁ ସମ୍ମାନପାଇବେ।ବ୍ୟବସାୟରୁ ସହକର୍ମୀଙ୍କମାଧ୍ୟମରେ ଲାଭପାଇବେ।ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
ମିଥୁନ:-ଆଜି ନିଜର ନୂଆବିଚାର ଆର୍ଥିକ ଉନ୍ନତିଲାଗି ଲାଭଦାୟକରହିବ।ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
କର୍କଟ:-ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
ସି˚ହ:-ଆଜି ଆପଣ କୌଣସିନିଷ୍ପତି ତରବରିଆଭାବେ କଲେ କ୍ଷତିରେପଡିପାରନ୍ତି।ସନ୍ତାନଙ୍କ ପକ୍ଷରୁ ଭଲଖବର ପାଇବେ।ପରିବାରରେ ଏକତା ଓ ସୁଖ ବୃଦ୍ଧିହେବ।ବନ୍ଧୁଙ୍କସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
କନ୍ୟା:-ଆଜିଦିନଟି ଆପଣଙ୍କଲାଗି ଠିକ୍‌ଠାକ୍‌ ରହିବ।ସାମାଜିକ ଓ ରାଜନୈତିକକାର୍ଯ୍ୟରେ ସମୟ କଟିବ।ମିତ୍ରଙ୍କର ପୂରାସହଯୋଗ ପାଇବେ।ହଠାତ୍ ଧନପ୍ରାପ୍ତି ଯୋଗରହିଛି।ପାରିବାରିକ ଜୀବନ ସୁଖମୟ ହେବ।
ତୁଳା:-ଆଜି ଦିନଟି ଆପଣଙ୍କପାଇଁ ସବୁଦୃଷ୍ଟିରୁ ଭଲରହିବ ।ଖୁବ୍‌ ମଜା କରିବେ ଓ ଖୁସିରହିବେ। ପ୍ରିୟବନ୍ଧୁଙ୍କସହିତ ସମ୍ବନ୍ଧ ମଧୁରହେବ।ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟରହିବ।ବ୍ୟବସାୟୀଙ୍କୁ ଅଚାନକ ଧନଲାଭସୁଯୋଗ ମିଳିବ।
ବିଛା:-କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କରନାମ ଚର୍ଚ୍ଚାରେ ରହିବ।ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହାଦ୍ବାରା ଭବିଷ୍ୟତରେ ଲାଭ ମିଳିବ।ପରିବାରଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
ଧନୁ:-ଆପଣ ଅନ୍ୟମାନଙ୍କ ଭାବନାପ୍ରତି ଆଜି ବିଶେଷଯତ୍ନବାନ ରହିପାରନ୍ତି।ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚିବଢ଼ିବ। ସ୍ଥଗିତଥିବା କାର୍ଯ୍ୟ କୌଣସିବନ୍ଧୁଙ୍କ ଦ୍ବାରା ପୂରାହେବ।ସ୍ବାସ୍ଥ୍ୟପ୍ରତି ସଚେତ ରହନ୍ତୁ।
ମକର:- ଆପଣ ନିଜକାମରେ ଆଜି ପ୍ରଶ˚ସା ଓ ପୁରସ୍କାରପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ।ଧନସ˚ପତ୍ତି ବୃଦ୍ଧି ହେବ।ରାଜନୀତିରେ ଆଧିପତ୍ୟବଢ଼ିବ। ପରିବାର ସହିତ ହସଖୁସିରେ ସମୟକଟିବ।
କୁମ୍ଭ:-ଆଜି ଇଷ୍ଟଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମକରିବେ।ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ମୀନ:-ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତଫଳ ପ୍ରଦାନ କରିବ।ବଡ଼ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତିକରିପାରନ୍ତି।ଭାବିଚିନ୍ତି ଖର୍ଚ୍ଚନକଲେ ଅସୁବିଧାରେ ପଡ଼ିପାରନ୍ତି।କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ିପାରେ !!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment