ଆତ୍ମହତ୍ୟା କଲେ ଅଭିନେତ୍ରୀ !

ଭୁବନେଶ୍ୱର,୧୬/୧୦(ଏସଏସ ନିଉଜ) ଆତ୍ମହତ୍ୟା କଲେ ହିନ୍ଦୀଧାରାବାହିକ ଅଭିନେତ୍ରୀ ବୈଶାଳୀ ଠକ୍କର ।ସେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଇନ୍ଦୋର ସ୍ଥିତ ତାଙ୍କଘରୁ ବୈଶାଳୀଙ୍କ ଝୁଲନ୍ତା ମୃତହେଦ ଉଦ୍ଧାର ହେବା ସହ ସୁଇସାଇଡ୍‌ ନୋଟ୍‌ ଜବତ କରିଛି ପୋଲିସ। ‘ୟେ ରିସ୍ତା କ୍ୟା କେହଲାତା ହୈ’, ‘ସସୁରାଲ ସିମର କା’ ସମେତ ଅନେକ ଲୋକପ୍ରିୟ ଧାରାବାହିକରେ ସେ ଅଭିନୟ କରି ଦର୍ଶକଙ୍କ ପାଖରେ ବେଶ ପରିଚିତ ଥିଲେ।

Comments (0)
Add Comment