ଫେବ୍ରୁଆରି ୮ରୁ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା
ଖବର ଆଜିର,ତାରିଖ ୦୨-୦୨-୨୦୨୧ ମଙ୍ଗଳବାର ୧-କୋରାପୁଟରେ ଘଟିଥିବା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨-ବରଗଡ : ବରାହଗୁଡାରେ ଜଣେ ବ୍ୟବସାୟୀଙ୍କୁ କିଛି ଦୁର୍ବୁତ୍ତ ଆକ୍ରମଣକରି ତାଙ୍କ ଠାରୁ ୧୧ ଳକ୍ଷ ୧୮ ହଜାର ଟଙ୍କା ଲୁଟିନେଇଥିବା ସୂଚନା ମିଳିଛି । ୩-ଫେବ୍ରୁଆରି ୮ରୁ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା । ୧୮ରୁ ବିଧାନସଭା […]