ମାର୍ଚ୍ଚ ୧ରେ ଦହିବରା ଆଳୁଦମ ଦିବସ
କଟକ,୨୪. ୦୨(ଏସଏସନିଉଜ) ଦହିବରା କେବଳ ଏକ ଖାଦ୍ୟ ନୁହେଁ, ଏହା ହେଉଛି ଏକ ଆବେଗ। ଅନନ୍ୟ ସ୍ୱାଦିଷ୍ଟ ଏହି ଦହିବରାକୁ ନେଇ ପ୍ରତ୍ୟେକ ଓଡ଼ିଆ ବିଶେଷକରି କଟକିଆଙ୍କର ଭାବାବେଗ ଜଡିତ ରହିଛି। ଏହି ଭାବାବେଗକୁ ଆଉ ପାଦେ ଆଗକୁ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ମାର୍ଚ୍ଚ ୧ ତାରିଖରେ ଦହିବରା ଆଳୁଦମ ଦିବସ ପାଳନ କରାଯିବ। ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ମାର୍ଚ୍ଚ ୧ ତାରିଖରେ ସିଲଭର ସିଟି ବୋଟ […]