ଚିଡିଲେ ଦିଦି
୧-ବରଗଡ଼-ହାତରେ ଟୋକନ୍ ଅଛି, ଧାନ ମଣ୍ଡିରୁ ଉଠୁନି । ମାସ ମାସ ଧରି ପ୍ରତିକ୍ଷା ପରେ ବି ମଣ୍ଡିରେ ଧାନ ବିକ୍ରି କରିବାକୁ ହନ୍ତସନ୍ତ ହେଉଛନ୍ତି ଚାଷୀ । ୨-କୋଭିଡ୍ ଟିକା ପାଇଁ ଭାରତକୁ ପ୍ରଶଂସାର ସୁଅ: ବ୍ରାଜିଲ୍, ଆମେରିକା, ‘ହୁ’ର ପ୍ରଶଂସା । ୩–ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସଇଦର ୩ ସହଯୋଗୀଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଲେ ପାକିସ୍ତାନ ଆତଙ୍କବାଦ ବିରୋଧୀ କୋର୍ଟ । ୪-ପରାକ୍ରମ ଦିବସରେ ମୋଦୀ କହିଲେ- ଭାରତୀୟଙ୍କ ଶରୀରରୁ ପ୍ରବାହିତ ରକ୍ତର […]