Browsing category

ରାଶିଫଳ

ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୭ ତାରିଖ ୨୦୨୧ ମସିହା(ବୁଧବାର)ଫାଲଗୁନ ମାସ-ଶୁକ୍ଳପକ୍ଷ,ତିଥି-ଚତୁର୍ଥୀ ,ନକ୍ଷତ୍ର-ଅଶ୍ଵିନୀ ,ମେଷ ରାଶି ର ଘାତଚନ୍ଦ୍ର,କର୍କଟ ରାଶି ର ଘାତବାର,ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧମୂଳା ,ବେଲ ଓ ଭକ୍ଷଣ ନିଷେଧ ।  ମେଷ-ଆଜିର ଦିନଟିରେ ଆପଣଙ୍କ ଆତ୍ମୀୟ ଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା […]

ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୬ ତାରିଖ ୨୦୨୧ ମସିହା(ମଙ୍ଗଳବାର)ଫାଲଗୁନ ମାସ-ଶୁକ୍ଳପକ୍ଷ,ତିଥି-ତୃତୀୟା, ନକ୍ଷତ୍ର-ଅଶ୍ଵିନୀ,ମେଷ ରାଶି ର ଘାତଚନ୍ଦ୍ର,ମକର ରାଶିର ଘାତବାର, ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଟଳ ଓ ମୂଳା ଭକ୍ଷଣ ନିଷେଧ ।  ମେଷ-ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷ-ଅସ୍ବାଭାବିକ […]

ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୫ ତାରିଖ ୨୦୨୧ ମସିହା(ସୋମବାର)ଫାଲଗୁନ ମାସ-ଶୁକ୍ଳପକ୍ଷ,ତିଥି-ଦ୍ଵିତୀୟା , ନକ୍ଷତ୍ର-ରେବତୀ ,ଧନୁ ରାଶି ର ଘାତଚନ୍ଦ୍ର,ମିଥୁନ ରାଶି ର ଘାତବାର,,ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୋଇତିକଖାରୁ ଓ ପୋଟଳ ଭକ୍ଷଣ ନିଷେଧ ।  ମେଷ :-ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ […]

ଆଜିର ରାଶିଫଳ

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୪ ତାରିଖ ୨୦୨୧ ମସିହା(ରବିବାର) ଫାଲଗୁନ ମାସ-ଶୁକ୍ଳପକ୍ଷ,ତିଥି-ପ୍ରତିପଦ,ନକ୍ଷତ୍ର-ଉତ୍ତରଭାଦ୍ର,ଧନୁ ରାଶି ର ଘାତଚନ୍ଦ୍ର,ମେଷ ରାଶି ର ଘାତବାର,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପାଣିକଖାରୁ ଓ ବୋଇତିକଖାରୁ ଭକ୍ଷଣ ନିଷେଧ ।  ମେଷ-ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ। ବୃଷ-ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୩ ତାରିଖ ୨୦୨୧ ମସିହା(ଶବିବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଅମାବାସ୍ୟା, ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରଶିର ଘାତବାର,ଅମାବାସ୍ୟା ସମ୍ବତ୍ସାରିକ ଶ୍ରାଦ୍ଧ, ମହାଳୟା ବିଧିରେ ହେବ,ଆମିଷ ଓ ପାଣିକଖାରୁ ଭକ୍ଷଣ ନିଷେଧ । ମେଷ-ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷ-ଆଜି ଆକସ୍ମିକ ଭାବରେ ମୋଟାଅଙ୍କ […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୨ ତାରିଖ ୨୦୨୧ ମସିହା(ଶୁକ୍ରବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଚତୁର୍ଦ୍ଦଶୀ,ନକ୍ଷତ୍ର-ଶତଭିଶା ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରଶି ର ଘାତବାର,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିରି ଓ ଆମିଷ ଭକ୍ଷଣ ନିଷେଧ । ମେଷ-ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜ ଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ବୃଷ-ଆଜି […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୧ ତାରିଖ ୨୦୨୧ ମସିହା(ଗୁରୁବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ତ୍ରୟୋଦଶୀ, ସିଂହ ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ ଓ ବିରି ଭକ୍ଷଣ ନିଷେଧ।  ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୧୦ ତାରିଖ ୨୦୨୧ ମସିହା(ବୁଧବାର),ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଦ୍ୱାଦଶୀ, ନକ୍ଷତ୍ର-ଶ୍ରବଣ।, ସିଂହ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର, ଦ୍ୱ।ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଇ ଓ ବାଇଗଣ ଭକ୍ଷଣ ନିଷେଧ।  ମେଷ:-ଆଜି ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି। […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୯ ତାରିଖ ୨୦୨୧ ମସିହା(ମଙ୍ଗଳବାର)ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଏକାଦଶୀ,ନକ୍ଷତ୍ର-ଉତ୍ତରାଷ।ଢ଼ା, ସିଂହ ରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର, ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧଶିମ୍ବ ପୋଇ ଭକ୍ଷଣ ନିଷେଧ। ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ:-ଆଜି ଧନ ଓ କାର୍ଯ୍ୟହାନୀ ହୋଇପାରେ। […]

ଆଜିର ରାଶିଫଳ

ମାର୍ଚ୍ଚ ମାସ ୦୮ ତାରିଖ ୨୦୨୧ ମସିହା(ସୋମବାର),ଫାଲଗୁନ ମାସ-କୃଷ୍ଣପକ୍ଷ,ତିଥି-ଦଶମୀ, ନକ୍ଷତ୍ର-ପୂର୍ବାଷ।ଢ଼ା ,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର,ମିଥୁନ ରାଶିର ଘାତବାର, ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କଳମ ଶିମ୍ବ ଶାଗ ଭକ୍ଷଣ ନିଷେଧ ।  ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ […]