କେମିତି କଟିବ ଆଜିର ଦିନ ????
ଆଜିର ରାଶିଫଳ (ମଙ୍ଗଳବାର )୨୬-୧୧-୨୦୧୯ ମେଷ – ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ ।ମନର ସରସତା ଉଭେଇ ଯାଇପାରେ । ଗୃହ ସମସ୍ୟା, ଗାଡିମୋଟର ସମ୍ପର୍କୀୟ ପ୍ରତିବନ୍ଧକ ଲାଗି ରହିବ । ବନ୍ଧୁବାନ୍ଧବ, ଧାରକରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ବୃଷ – ଆଜି ଆର୍ଥିକ ସହାୟତା ପ୍ରଦାନ କରିବାର ମାର୍ଗ ଉନ୍ମୁକ୍ତ ହୋଇଜିବ। ଆକସ୍ମିକ ଭାବରେ ନିମନ୍ତ୍ରିତ […]