“କୁଟିଆ”ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର-୫/୨(ଏସଏସଏନ୍) ଆଜି ଭିଡିଓ କନ୍ଫରେସନ୍ସିଂ ମାଧ୍ୟମରେ କୋରାପୁଟ ଜିଲ୍ଲାର ପଟାଙ୍ଗି ଅଂଚଳର କୁଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଲ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏଥିମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ High Level ସେତୁ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି । ସମୁଦାୟ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଥିବା ସୂଚନା […]