Browsing category

ରାଜନୀତି

ପାଖେଇ ଆସୁଛି ଖଣ୍ଡଗିରି ମେଳା…

୧-ଏମଏସପି ଥିଲା, ଅଛି ଓ ରହିବ: ପ୍ରଧାନମନ୍ତ୍ରୀ । ୨-ପ୍ରଧାନମନ୍ତ୍ରୀଙ୍କ ଆମନ୍ତ୍ରଣ ପରେ ଆଲୋଚନା ପାଇଁ ପ୍ରସ୍ତୁତ କୃଷକ ନେତା । ୩-ସ୍ପଷ୍ଟ କଲେ ପ୍ରଧାନମନ୍ତ୍ରୀ ମୋଦୀ- ପ୍ରତ୍ୟାହାର ହେବ ନାହିଁ କୃଷି ଆଇନ, ସଂଶୋଧନ ହିଁ ରାସ୍ତା ! ୪–ପ୍ରତ୍ୟାହୃତ ହେଲା ପ୍ରସ୍ତାବିତ ଶ୍ରୀମନ୍ଦିର ବାଇ-ଲ, ଟ୍ୱିଟ କରି ଜଣାଇଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ । ୫-ଏପର୍ଯ୍ୟନ୍ତ ଦେଶରେ ପହଞ୍ଚିଛି ୧୧ ରାଫାଲ, ଏପ୍ରିଲ ୨୦୨୨ ସୁଦ୍ଧା ଫ୍ରେଞ୍ଚ ନିର୍ମିତ ଯୁଦ୍ଧ ବିମାନ ଜାହାଜ ଭାରତରେ […]

ଦେବଭୂମି ଉତ୍ତରାଖଣ୍ଡରେ ବଡ଼ ବିପର୍ଯ୍ୟୟ

୧-ଦେବଭୂମି ଉତ୍ତରାଖଣ୍ଡରେ ବଡ଼ ବିପର୍ଯ୍ୟୟ ଆଣିଲା ହିମସ୍ଖଳନ । ଜଳ ପ୍ରଳୟରେ ଶତାଧିକ ମୃତାହତ ଆଶଙ୍କା । ସର୍ବାଧିକ ପ୍ରଭାବିତ ହେଲା ଋଷିଗଙ୍ଗା ଶକ୍ତି ପ୍ରକଳ୍ପ ୨-ପଶ୍ଚିମବଙ୍ଗରେ ୪ ହଜାର ୭ ଶହ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୋଦି । ୪ଟି ବିକାଶମୂଳକ ପ୍ରକଳ୍ପକୁ ଦେଶ ଉଦ୍ଦେଶ୍ୟରେ କଲେ ଉତ୍ସଗୀକୃତ । ୩-ଗ୍ଲାସିୟର ଦୁର୍ଗତଙ୍କ ପରିବାର ଲାଗି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ କ୍ଷତିପୂରଣ ଘୋଷଣା, ପ୍ରତି ମୃତକଙ୍କ ଲାଗି ଦିଆଯିବ ୪ଲକ୍ଷ ଟଙ୍କା […]

ଛାଇଗଲା ଯୁଦ୍ଧର ଘନଘଟା

୧-ରାଜ୍ୟରେ ଖୁବ୍ ଶୀଘ୍ର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ସମ୍ଭାବନା ରହିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ପାଇଁ ଏସ୍‌ଓପି ପ୍ରସ୍ତୁତ କରାଯାଉଛି। ୨-୧୭ତମ ଧଉଳି-କଳିଙ୍ଗ ମହୋତ୍ସବ ଆରମ୍ଭ: ଭକ୍ତିରସ ପରେ ଛାଇଗଲା ଯୁଦ୍ଧର ଘନଘଟା । ୩-ଆଗଧାଡ଼ିର ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ, ଟିକା ନେଲେ ପୁଲିସ ଡିଜି, ଜିଲ୍ଲାପାଳ, ଏସ୍‌ପି । ୪–ବହୁ ଚର୍ଚ୍ଚିତ ମାହାଙ୍ଗା […]

ଦିଲ୍ଲୀକୁ ଛାଡ଼ି ଦେଶର ଅନ୍ୟ ସମସ୍ତ ସ୍ଥାନରେ ହେବ ‘ଚକା ଜାମ୍‌’,

ଖବର ଆଜିର,ତାରିଖ ୦୬-୦୨-୨୦୨୧ ଶନିବାର ୧- ମହଙ୍ଗାପଡ଼ିଲା ଡାଟା ସହ ଅନ୍ଲିମିଟେଡ୍ କଲ୍ ମୋହ ମୋବାଇଲ୍ ଓ ଟିଭି ରିଚାର୍ଜ ନାଁରେ ୨ଲକ୍ଷ ଗ୍ରାହକଙ୍କୁ ଠକେଇ କୋଟି କୋଟି ଟଙ୍କାର ଚୂନ ଲଗାଇ ଚମ୍ପଟ ସାଂଘଭି ମାଲିକ କଟକ ଡିସିପିଙ୍କୁ ଭେଟିଲେ କ୍ଷତିଗ୍ରସ୍ତ ଗ୍ରାହକ ଏବଂ ସଂସ୍ଥାର ଏଜେଣ୍ଟ ୨-କୃଷକଙ୍କ ଆନ୍ଦୋଳନକୁ ନେଇ ରାଜ୍ୟସଭାରେ ଆଲୋଚନା । କୃଷି ମନ୍ତ୍ରୀଙ୍କ ପ୍ରଶ୍ନ, କୃଷି ଆଇନରେ କଣ ରହିଛି କଳା, ଜବାବ ରଖନ୍ତୁ ବିରୋଧୀ ଓ ଚାଷୀ । […]

ବ୍ରାଉନସୁଗାର ଜବତ ଜଣେ ଗିରଫ

ପିପିଲି :୫/୨(ଏସଏସଏନ୍)  ପିପିଲି ଅଞ୍ଚଳରେ  ବ୍ରାଉନସୁଗାର କାରବାର ଦିନ କୁ ଦିନ  ବୃଦ୍ଧି ପାଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା । ସେନେଇ ପିପିଲି ପୁଲିସ ଚଢଉ କରି ବ୍ରାଉନସୁଗାର ବିକ୍ରି କରୁଥିବା ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତର ନାମ କାଳନ୍ଦୀ ବୈଠାରୁ ଓରଫ କାଳିଆ (୨୫) ଓ ତାର ଘର ଉକ୍ତ ଦେବୀଗଳି ଭବାନୀପୁର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ତା’ ନିକଟରୁ ପୁଲିସ ୬.୫ ଗ୍ରାମ ବ୍ରାଉନସୁଗାର, […]

ଏଣିକି ରାସ୍ତାରେ ଛେପ ପକାଇଲେ…

୧-ସାବଧାନ!! ମୋବାଇଲକୁ ଆସୁଛି ଭିନ୍ନ ଭିନ୍ନ VALENTINES GIFT ଲିଙ୍କ୍ । ଖୋଲିବା ପରେ ଆପ୍ ଡାଉନଲୋଡ କରିବା ପାଇଁ ଆସୁଛି ଅନୁରୋଧ । ଡାଉନଲୋଡ୍ କଲେ ଆପଣଙ୍କ ବ୍ୟାଙ୍କ ଖାତାରୁ କଟିଯାଇପାରେ ଟଙ୍କା । ୨-ବୈଠକ ସମୟରେ ଶୋଷ ଲାଗିବାରୁ ସାନିଟାଇଜରକୁ ପାଣି ଭାବି ପିଇଦେଲେ ବିଏମସିର ବରିଷ୍ଠ ଅଧିକାରୀ .ଘଟଣାଟି ଘଟିଛି ବ୍ରିହନମୁମ୍ବାଇ ମୁନିସିପାଲ କର୍ପୋରେସନର ଯୁଗ୍ମ ମ୍ୟୁନିସିପାଲିଟି କମିସନର ରମେଶ ପାୱାରଙ୍କ ସହ। ୩-ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସରକାରୀ ITI ଛାତ୍ରଛାତ୍ରୀଙ୍କ ୯ […]

ଡେମୋ ଦେଖାଇଲା ରାକେଶ

ଖବର ଆଜିର,ତାରିଖ ୦୩-୦୨-୨୦୨୧ ବୁଧବାର ୧-ଦେଶରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଲାଗି ପିଏମ୍ କେୟାର ଫଣ୍ଡସ୍‌ରୁ ୨ହଜାର ୨୦୦ କୋଟି ଟଙ୍କାର ଯୋଗଦାନ ଦିଆଯାଇଛି। ୨-ଗାଡ଼ିର କାଗଜପତ୍ର ପ୍ରସ୍ତୁତିକୁ ସହଜ କଲେ ରାଜ୍ୟ ସରକାର: ଯେକୌଣସି RTOରେ ହୋଇପାରିବ ରେନୱାଲ, ରେଜିଷ୍ଟ୍ରେସନ । ୩-ଝରାଫୁଲ ମୃତ୍ୟୁ ଘଟଣା : ଶବଫିଙ୍ଗା ଡେମୋ ଦେଖାଇଲା ରାକେଶ । ୪-ୟୁଜି ଦ୍ବିତୀୟ ଓ ପିଜି ପ୍ରଥମବର୍ଷ ଶିକ୍ଷା କ୍ୟାଲେଣ୍ଡର ଜାରି, ୧୦ରୁ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ୫-ଅଭ୍ୟାସ ଆରମ୍ଭ […]

ଫେବ୍ରୁଆରି ୮ରୁ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା

ଖବର ଆଜିର,ତାରିଖ ୦୨-୦୨-୨୦୨୧ ମଙ୍ଗଳବାର ୧-କୋରାପୁଟରେ ଘଟିଥିବା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା  ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨-ବରଗଡ : ବରାହଗୁଡାରେ ଜଣେ ବ୍ୟବସାୟୀଙ୍କୁ କିଛି ଦୁର୍ବୁତ୍ତ ଆକ୍ରମଣକରି ତାଙ୍କ ଠାରୁ ୧୧ ଳକ୍ଷ ୧୮ ହଜାର ଟଙ୍କା ଲୁଟିନେଇଥିବା ସୂଚନା ମିଳିଛି । ୩-ଫେବ୍ରୁଆରି ୮ରୁ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା । ୧୮ରୁ ବିଧାନସଭା […]

ଧାରା ୩୭୦

୧-ମର୍ମନ୍ତୁଦ ସଡ଼କ ଦୁର୍ଘଟଣା – ଓଲଟିଲା ପିକ୍‌ଅପ୍ ଭ୍ୟାନ: ମୃତ୍ୟୁ ସଂଖ୍ୟା ୯ କୁ ବୃଦ୍ଧି, ୧୩ ଗୁରୁତର ଆହତ ।ଛତିଶଗଡ଼ର କୁଲତା ଗାଁକୁ ଫେରିବା ବେଳେ ଜାତୀୟ ରାଜପତ ୩୨୬ର କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି। ୨-ଗଞ୍ଜାମ ଜିଲ୍ଲାର ଗୋଳନ୍ଥରା ଥାନାର ସୋରଳ ଗାଁରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳପୂର୍ବକ ଉଠାଇ ନେଇ ଗଣଦୁଷ୍କର୍ମ ପରେ ଗଳାକାଟି ହତ୍ୟା ଉଦ୍ୟମ ଘଟଣାରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ୩-‘ମୋ ସ୍କୁଲ’ […]

ରାତି୭ଟାର ଜିଲ୍ଲା ହାଲଚାଲ ସଂକ୍ଷେପରେ,ତାରିଖ : ୨୯-୦୧-୨୦୨୧

ଭୁବନେଶ୍ବର-ଓଡିଶାରୁ ମଧ୍ୟପ୍ରଦେଶକୁ ଫେରିଯିବା ବାଘୁଣୀ ସୁନ୍ଦରୀ ,ଏନେଇ ମଧ୍ୟପ୍ରଦେଶ ବନବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରକୀୟା ସୂଚନାଦେଲେପି PCCF !! ଯାଜପୁର : ୬ମାସ ହେଲା ଯାଜପୁରର କୁନି ଝିଅ ପିହୁର ମିଳୁନି ପତ୍ତା । ପୁଲିସଠୁ ନିରାଶ ହେବା ପରେ ମନ୍ତ୍ରୀ ଟୁକୁନୀ ସାହୁଙ୍କ ବାସଭବନ ଆଗରେ ପରିବାର ଲୋକଙ୍କ ଧାରଣା !! ମାଲକାନଗିରି : ବହୁ ଚର୍ଚ୍ଚିତ ମାଲକାନାଗିରି ପୂର୍ବତନ ଜିଲ୍ଲାପାଳଙ୍କ ପିଏ ମୃତ୍ୟୁ ମାମଲା : ରହସ୍ୟ ଖୋଜିବାକୁ ତଦନ୍ତ କରିବ କ୍ରାଇମବ୍ରାଂଚ..! […]