ଆଜିର ରାଶିଫଳ
ମାର୍ଚ୍ଚମାସ ୦୫ତାରିଖ ୨୦୨୫ମସିହା (ବୁଧବାର)ଫାଲଗୁନମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ଦିବା ଘ୦୧/୦୦ଗତେ ସପ୍ତମୀ,ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୨୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୩୮, ଯୋଗିନୀ ପଶ୍ଚିମେ ଦିବା ଘ୦୧/୦୧ଗତେ ବୟବ୍ୟେ,ବିଛାରାଶିର ଘାତଚନ୍ଦ୍ର,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଓ ଷଷ୍ଠୀର ଏକୋଦିଷ୍ଟଶ୍ରାଦ୍ଧ,କର୍କଟରାଶିର ଘାତବାର,ଅଦ୍ୟ ମୃତେ ଏକପାଦ ଓ ରାତ୍ରି ଘ ୦୧/୦୧ଗତେ ଦ୍ଵୀପାଦ ପୁଷ୍କରଦୋଷ,କାଳବେଳା -ଦିବାଘ୦୯/୦୧ ଗତେ ଘ୧୦/୩୦ ମଧ୍ୟେ, ବାରବେଳା -ଦିବା ଘ୧୧/୫୮ଗତେ ଘ୦୧/୨୭ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୦ ମଧ୍ୟେ ଓ ଘ୧୧/୨୮ ଗତେ ଘ୦୨/୦୪ମଧ୍ୟେ ଓ ଘ୦୬/୪୦ ଗତେ ଘ୦୯/୦୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- […]