ଆଜିର ରାଶିଫଳ
ଜୁନ ମାସ ୦୬ ତାରିଖ ୨୦୨୧ ମସିହା(ରବିବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଏକାଦଶୀ, ମେଷ ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ଦ୍ୱ।ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ପୋଇ ଭକ୍ଷଣ ନିଷେଧ। ମେଷ :-ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ। ବୃଷ :-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ […]