ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ

ଭୁବନେଶ୍ୱର,୨୮/୧୦(ଏସଏସ ନିଉଜ)ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁସମସ୍ତ ୬୮ଟି ଯାକ ବିଧାନସଭା ଆସନରେ ପ୍ରାର୍ଥୀପତ୍ର ଗୁଡ଼ିକର ଯାଞ୍ଚ ହେଲା ଶେଷ lସର୍ବମୋଟ ୭୭୫ଟି ମନୋନୟନ ପତ୍ର ଦାଖଲ ହେଲା।ଆସନ୍ତାକାଲି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି ।ଆସନ୍ତାମାସ ୧୨ ତାରିଖରେ ସେଠାରେ ମତଦାନ ହେବ।ନିର୍ବାଚନ ଫଳାଫଳ ଡିସେମ୍ବର ୮ ତାରିଖରେ ପ୍ରକାଶ ପାଇବ।

Comments (0)
Add Comment