କାଲିହେବ ନେତାଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୩ା୬(ଏସଏସନିଉଜ) ଆସନ୍ତାକାଲି ଭୋଟ ଗଣତି । ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ ।ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡ଼ା ସୁରକ୍ଷା ବଳୟରେ ରହିଛି ଇଭିଏମ । ଉଭୟ CAPF ଓ ଷ୍ଟେଟ୍ ଆର୍ମଡ଼ ପୋଲିସ ସହ କମିଶନରେଟ ପୋଲିସ ଷ୍ଟ୍ରଙ୍ଗ ରୁମ୍ ଦାୟିତ୍ୱରେ ରହିଛନ୍ତି । ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିସହ ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍ । ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୋଲିସ ।

Comments (0)
Add Comment