ଭୁବନେଶ୍ୱର,୨୮/୧୦(ଏସଏସ ନିଉଜ)ଆସନ୍ତା ନଭେମ୍ବର ୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ କୋଲକାତା ଗସ୍ତରେ ଯିବେ lସେଠାରେ ସେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବେ l୫ତାରିଖ ରେ କୋଲକାତା ରାଜ୍ୟ ସଚିବାଳୟରେ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ।ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ଅଧ୍ୟକ୍ଷତା କରିବେ।
କୋଲକାତା ଗସ୍ତରେ ଯିବେ ନବୀନ
