ମିଥୁନଙ୍କୁ ଦାଦାସାହେବ ଫାଲକେ

ଭୁବନେଶ୍ୱର,୩୦।୯(ଏସଏସନିଉଜ୍)ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ।
ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଫାଲକେ ସମ୍ମାନ ବୋଲି ଟ୍ବିଟ୍ କରି ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।ଭାରତୀୟ ସିନେମାର ସର୍ବୋଚ୍ଚ ପୁରସ୍କାର ଦାଦା ସାହେବ ଫାଲକେ।ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ମିଳିବ।୪୮ ବର୍ଷର କ୍ୟାରିୟର୍‌ରେ ୩୫୦ରୁ ଅଧିକ ଫିଲ୍ମରେ ମିଥୁନ୍‌ ଅଭିନୟକରିଛନ୍ତି।ହିନ୍ଦୀ, ବଙ୍ଗାଳୀ, ଓଡ଼ିଆ, ଭୋଜପୁରୀ  ସହ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରିଥିବାର ଜଣା ଯାଇଛି

Comments (0)
Add Comment