ଟୋକିଓରେ ପ୍ରଧାନମନ୍ତ୍ରୀ

ଟୋକିଓରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୭/୯(ଏସଏସ ନିଉଜ)ଜାପାନ ରାଜଧାନୀ ଟୋକିଓରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ସ୍ୱର୍ଗତ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଷ୍ଟ୍ରୀୟ ସଂସ୍କାର କାର୍ଯ୍ୟକ୍ରମରେ ଭାଗ ନେବେ।ଦ୍ୱିତୀୟଥର ଜାପାନ ସରକାର ରାଷ୍ଟ୍ରୀୟ ସଂସ୍କାର କାର୍ଯ୍ୟ କରୁଛନ୍ତି।ବିଶ୍ୱଯୁଦ୍ଧ ପରେ କୌଣସି ରାଷ୍ଟ୍ରନେତାଙ୍କ ଜାପାନରେ ଏପରି କାର୍ଯ୍ୟକ୍ରମ ଦ୍ୱିତୀୟ ହୋଇଥିବାବେଳେ ବିଭିନ୍ନ ଦେଶର ରାଷ୍ଟ୍ରନେତା ଆସୁଥିବାରୁ ଟୋକିଓରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Comments (0)
Add Comment