ଆଉ ନାହାନ୍ତି ଭୁବନେଶ୍ବରମଧ୍ୟ ପୂର୍ବତନବିଧାୟକ

ଭୁବନେଶ୍ବର,୨୨/୧୨(ଏସଏସନିଉଜ)ଭୁବନେଶ୍ବର-ମଧ୍ୟର ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତିଙ୍କର ଆଜି ନିଧନ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା।ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୦ବର୍ଷ ବୟସ ହୋଇଥିଲା।ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।ପ୍ରଥମଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ।ସେ ୧୯୬୪ ମସିହା ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଅକାଳ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

- Advertisement -

Leave A Reply

Your email address will not be published.