ଭୁବନେଶ୍ଵର,୬ା୬(ଏସଏସନିଉଜ) ବିଏସକେୱାଇ କାର୍ଡ କାର୍ଯ୍ୟକାରିତାକୁ ନେଇ ଦ୍ୱନ୍ଦ୍ୱ ଭିତରେ ସ୍ପଷ୍ଟିକରଣ ରଖିଲା ସ୍ୱାସ୍ଥ୍ୟ ବିଭାଗ । ସ୍ୱାସ୍ଥ୍ୟସଚିବ ଶାଳିନୀପଣ୍ଡିତ କହିଲେ ଜାରି ରହିଛି ଯୋଜନା , ବଳବତ୍ତର ଅଛି ଘରୋଇ ହସ୍ପିଟାଲ ସହ ରାଜ୍ୟ ସରକାରଙ୍କ ଏମଓୟୁ ।ରାଜ୍ୟରେ BSKY ଚାଲୁ ରହିଛି ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟସଚିବାଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ସ୍ପଷ୍ଟୋକ୍ତି କରିଛନ୍ତି ।ସେକହିଛନ୍ତି BSKY ଚାଲୁ ରହିଛି, ଏହି ଯୋଜନାରେ ରୋଗୀ ଚିକିତ୍ସା ଅବ୍ୟାହତ ଅଛିା BSKY ହିତାଧିକାରୀଙ୍କୁ ହସ୍ପିଟାଲମାନେ ଚିକିତ୍ସାରେ ଅବହେଳା କରିପାରିବେନାହିଁ କି ଡିସ୍ଚାର୍ଜ କରିପାରିବେନିା କିଛି ଅସୁବିଧା ହେଲେ ହେଲ୍ପଲାଇନ୍ ନମ୍ବର-୧୦୪ ରେ ଜଣାଇ ପାରିବୋକୌଣସି ହସ୍ପିଟାଲ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି ।